Posted inଜାତୀୟ

ରାମେଶ୍ୱରମ କାଫେରେ ବିସ୍ଫୋରଣ ମାମଲାର ଅଭିଯୁକ୍ତଙ୍କ ଫଟୋ ଜାରି କଲା ଏନ୍‌ଆଇଏ, ୧୦ ଲକ୍ଷର ପୁରସ୍କାର ରାଶି ଘୋଷଣା

ବାଙ୍ଗାଲୋର,୬।୩: କର୍ନାଟକ ରାଜଧାନୀର ରାମେଶ୍ୱରମ କାଫେରେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏ ଆକ୍ରମଣକାରୀଙ୍କ ସୂଚନା ଲାଗି ୧୦ ଲକ୍ଷର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏପରିକି ସୂଚନା ଦେଉଥିବା ବ୍ୟକ୍ତିଙ୍କ ପରିଚୟ ଗୋପନ ରଖାଯିବ ବୋଲି ତଦନ୍ତକାରୀ ସଂସ୍ଥା କହିଛନ୍ତି।

ମାର୍ଚ୍ଚ ପହିଲାରେ ହ୍ବାଇଟ୍‌ଫିଲ୍ଡ ଅଞ୍ଚଳରେ ଥିବା ବାଙ୍ଗାଲୋରର ଲୋକପ୍ରିୟ ରାମେଶ୍ୱରମ କାଫେରେ ଏକ ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ୧୦ ଜଣ ଲୋକ ଆହତ ହୋଇଥିଲେ। ଜଣେ ବ୍ୟକ୍ତି କାଫେରେ ଛାଡ଼ିଯାଇଥିବା ଏକ ବ୍ୟାଗ୍‌ରେ ଥିବା ଆଇଇଡି ଯୋଗୁ ବିସ୍ଫୋରଣ ହୋଇଥିବା ଜଣାପଡ଼ିଥିଲା। ତେବେ ସିସିଟିଭି ଫୁଟେଜ୍‌ରୁ ସନ୍ଦିଗ୍ଧଙ୍କୁ ମାସ୍କ ଲଗାଇ କାଫେରେ ପ୍ରବେଶ କରୁଥିବା ଦେଖାଯାଇଥିଲା। ଏବେ ଏନଆଇଏ ପକ୍ଷରୁ ତାଙ୍କୁ ଧରିବା ଲାଗି ପୁରସ୍କାର ରାଶି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri