ଶିକ୍ଷକଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ସମ୍ପୃକ୍ତି ଅଭିଯୋଗ

ଭବନୀପାଟଣା,୧।୮(ଉତ୍ତମ କୁମାର ଦାଶ):ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଉ ୩ ଜଣଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଛି। ସେଥିମଧ୍ୟରୁ କଳାହାଣ୍ଡିରୁ ଜଣେ ପ୍ରଧାନ ଶିକ୍ଷକ ରହିଛନ୍ତି। ଗୁରୁବାର ପୂର୍ବାହ୍ନରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଭେଜିପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିବା ଜଣାପଡିଛି। ଯାହାକୁ ନେଇ ଜିଲାରେ ଏବେ ଚର୍ଚ୍ଚାରେ ବିଷୟ ପାଲଟିଛି। ପ୍ରଧାନ ଶିକ୍ଷକ ଖମାରୀ ଦୀର୍ଘ ଦିନ ହେବ ଏହି କାମରେ ଲିପ୍ତ ଥିବା ଏକ ବିଶେଷ ସୂତ୍ରରୁ ଜଣାପଡ଼ିଛି। ସେହିପରି ପ୍ରଧାନଶିକ୍ଷକ ଖମାରି ପୂର୍ବରୁ କଳାହାଣ୍ଡି ଓ ରାଜ୍ୟ ଏକ୍ସ କ୍ୟାଡ଼ର ସଂଘର ସମ୍ପାଦକ ମଧ୍ୟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri