ମାନସଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌

ଭୁବନେଶ୍ୱର,୪।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମାନସଙ୍କ ଘରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ମାନସଙ୍କ ଚପଲ ଓ ଇୟର ଫୋନ୍‌ ଚିହ୍ନଟ କରିବାକୁ କ୍ରାଇମ୍‌ବ୍ରାଞ୍ଚ ନୟାଗଡ ଜିଲା ଋଣପୁର ଘରେ ପହଞ୍ଚିଛନ୍ତି। ମାନସଙ୍କ ଭାଇ ଓ ପରିବାର ସହ କ୍ରାଇମ୍‌ବ୍ରାଞ୍ଚ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ଲାଗୁ ହେବ ଏକକ ଇ-ଟୋଲ ଆଦାୟ ବ୍ୟବସ୍ଥା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ ଏକକ ଇ(ଇଲେକ୍ଟ୍ରୋନିକ)-ଟୋଲ୍‌ ଆଦାୟ ବ୍ୟବସ୍ଥ। ବର୍ତ୍ତମାନ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ରାଜପଥର ଟୋଲ୍‌ ପ୍ଲାଜାଗୁଡ଼ିକରେ...

ସବ୍ୟସାଚୀଙ୍କ ଆଉ ଏକ ବଦାନ୍ୟତା: ୧୬ଦିନ ପରେ ମରଶରୀର ପାଇଲେ ପରିବାର

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ବିଦେଶରେ ବନ୍ଧା ପଡ଼ିଥିଲା ମରଶରୀର। ଶେଷଥର ପାଇଁ ମରଶରୀରକୁ ଦେଖିବା ପାଇଁ ପରିବାର ବ୍ୟାକୁଳ ଥିଲେ। ୧୬ଦିନ ପରେ ମା’ ଫେରିପାଇଲେ ପୁଅକୁ,...

ଅକାଳରେ ଗଲାଣି ୧୨ ଜୀବନ

କେନ୍ଦୁଝର, ୨୯।୭ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବାୟାପାଣ୍ଡାଧାର ଜୁଆଙ୍ଗ ଗ୍ରାମରେ ଦୁଇ ଦିନ ମଧ୍ୟରେ ୨ଜଣଙ୍କ ମୃତ୍ୟୁକୁ ନେଇ ଗ୍ରାମବାସୀ ଚିନ୍ତିତ...

କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌...

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଲା

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି।...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ କୋଟି ୨୧ ଲକ୍ଷ ଦାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ଏବଂ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌-୧୯ ନିମନ୍ତେ ୩ କୋଟି...

‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’

ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ...

ଅନ୍‌ଲାଇନ୍‌ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା

କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌...

Advertisement
Archives

Model This Week