ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଦିନକୁ ଦିନ ସୌମ୍ୟଙ୍କ ମୃତ୍ୟୁ ମାମଲା ଭିନ୍ନ ମୋଡ଼ ନେଉଛି। ଏହାର ସତ୍ୟାସତ୍ୟ ଯାଞ୍ଚ ପାଇଁ ତାଙ୍କ ସରକାରୀ ବାସଭବନରେ ଗୁରୁବାର ପହଞ୍ଚିଛି କ୍ରାଇମବ୍ରାଞ୍ଚ। ପୋଲିସ୍‌ ଟିମ୍‌ ଏବଂ କ୍ରାଇମ୍‌ବ୍ରାଞ୍ଚ ସୌମଙ୍କ ଘରେ ଆଜି ଛାନ୍‌ଭିନ ଚଳାଇଛନ୍ତି।
ଅନ୍ୟପକ୍ଷରେ ଏହି ମୃତ୍ୟୁ ମାମଲାରେ ଡିଏଫ୍‌ଓ ସଂଗ୍ରାମ ବେହେରା ଏବଂ ଓଆଇସି ମମତାଙ୍କୁ ପଚରାଉଚରା କରାଯିବ ବୋଲି ପାରଳାଖେମୁଣ୍ଡି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri