Posted inରାଜ୍ୟ

FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ବାଲେଶ୍ବର ଯିବେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ୱର,୨୦।୭: ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ଖୋଳତାଡ଼ ଜାରି ରଖିଛି କ୍ରାଇମବ୍ରାଞ୍ଚ ଟିମ। ଅନ୍ୟପଟେ ଆଜି ବାଲେଶ୍ବର ଯିବେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଘଟଣାରେ ଅଧିକ ତଥ୍ୟ ହାସଲ ପାଇଁ ପଚରାଉଚରା ହେବ। ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ସମେତ ICC କମିଟି ସହ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri