କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ଏପରିକି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ କ୍ରାଇମବ୍ରାଞ୍ଚ ଟିମ୍‌ର ଚଢାଉ ଜାରି ରଖିଛି। ପରିବାର ଲୋକ କ’ଣ ଅଭିଯୋଗ କରୁଛନ୍ତି ସେ ବିଷୟରେ ଜଣାନାହିଁ। ସୌମ୍ୟ ପରିବାରକୁ ନ୍ୟାୟ ଦେବା ପାଇଁ ସବୁସ୍ତରରୁ ତଦନ୍ତ ଚାଲିଛି। ଅନ୍ୟପକ୍ଷେ ବର୍ତ୍ତମାନ ସୌମ୍ୟ ହତ୍ୟା ମାମଲାରେ ସମ୍ପୃକ୍ତ ୧୩ ଅଭିଯୁକ୍ତଙ୍କୁ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri