ଖୋଲିବ ହତ୍ୟା ଘଟଣାର ଗୁମର! ନବ ଦାସଙ୍କ ଘରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର, ୧୮।୩: ନବ ଦାସ ହତ୍ୟା ମାମଲାରେ ମଙ୍ଗଳବାର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ ଝାରସୁଗୁଡ଼ାସ୍ଥିତ ଘରେ ପହଞ୍ଚିଛନ୍ତି। ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚିଥିବା ସୂଚନା ମିଳିଛି। ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ପହଞ୍ଚଛନ୍ତି।

ଅନ୍ୟପଟେ, ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସେ ଇ-ମେଲ ଜରିଆରେ ସାକ୍ଷାତକାରର ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସିବିଆଇ ତଦନ୍ତ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ ରହିଛି। ଏନେଇ ନବ ଦାସଙ୍କ ପୁଅ ବିଶାଳ ଦାସ ସୂଚନା ଦେଇଛନ୍ତି। ଗତ ୧୧ ତାରିଖରେ ମା’ ଇ-ମେଲ କରିଥିବା ପୁଅ କହିଛନ୍ତି।

ମାମଲାର ବିବରଣୀ ଅନୁସାରେ, ନବ ଦାସଙ୍କୁ ୨୦୨୩ ଜାନୁଆରୀ ୨୯ରେ ହତ୍ୟା କରାଯାଇଥିଲା। ବ୍ରଜରାଜନଗରର ଗାନ୍ଧୀ ଛକଠାରେ ପୋଲିସ ଏଏସଆଇ ଗୋପାଳ ଦାସ ୪ ରାଉଣ୍ଡ ଗୁଳି ଚାଳନାକରି ଏହି ହତ୍ୟାକାଣ୍ଡ ଘଟାଇଥିଲେ। ଏହି ହତ୍ୟା ଘଟଣାକୁ ୨ ବର୍ଷ ପୂରିଥିବାବେଳେ ଅଦ୍ୟାବଧି ତଦନ୍ତର କୌଣସି ଅଗ୍ରଗତି ହେଉନାହିଁ। ତେଣୁ ଆବେଦନକାରୀ ପିନାକ ପାଣି ମହାନ୍ତି ମାମଲାର ସିବିଆଇ ତଦନ୍ତ ଦାବିରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଉକ୍ତ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ନବ ଦାସ ହତ୍ୟା ଘଟଣା ସଂକ୍ରାନ୍ତୀୟ ରିପୋର୍ଟ ଦାଖଲ କରିବା ନିମନ୍ତେ ଆଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri