ସହରରେ ଅପରାଧ ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ହେବ ସହଜ

ବଲାଙ୍ଗୀର ଅଫିସ,୨ା୧୧: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ବୁଧବାର ସ୍ଥାନୀୟ ଟାଉନ ଥାନା ଠାରେ ବଲାଙ୍ଗୀର ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ୧ କୋଟି ୨୦ ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି । ଏହାଦ୍ବାରା ବଲାଙ୍ଗୀର ସହରରେ ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ସହଜ ହେବ ବୋଲି ଅଧ୍ୟକ୍ଷ ତ୍ରିପାଠୀ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲାପାଳ ଚଞ୍ଚଳ ରାଣା, ଏସପି ନୀତିନ କୁଶଲକର, ପରିଷଦ ନିର୍ବାହୀ ଅଧିକାରୀ ଅଜିତ କୁମାର ମିଶ୍ର, ପୌରାଧ୍ୟକ୍ଷା ଲିକା ସାହୁ, ନିର୍ବାହୀ ଅଧିକାରୀ ସାମିରେଡ୍ଡି ଜୟଶ୍ରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri