Posted inଜାତୀୟ

ଅପରାଧୀ-ପ୍ରଶାସନର ମଧୁଚନ୍ଦ୍ରିକା: ବିକାଶ ଦୁବେଙ୍କ ଗିରଫ ନାଟକ

ଲକ୍ଷ୍ନୌ, ୯।୭: କାନପୁରରେ ୮ ଜଣ ପୋଲିସଙ୍କୁ ହତ୍ୟା କରିଥିବା ଅପରାଧୀ ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଛି। ତାଙ୍କୁ ମଧ୍ୟପ୍ରଦେଶ ଉଜୈନର ମହାକାଳ ମନ୍ଦିରରୁ ଗିରଫ କରାଯାଇଥିବା କୁହାଯାଉଛି। ତେବେ ଗିରଫ ଘଟଣା ଏକ ନାଟକ ପରି ମନେ ହେଉଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପ୍ରକୃତ ପକ୍ଷେ ଏହା ଅପରାଧୀ ଏବଂ ପ୍ରଶାସନର ମଧୁଚନ୍ଦ୍ରିକା ବୋଲି କେତେକ ଅଭିଯୋଗ କରିଛନ୍ତି। ମହାକାଳ ମନ୍ଦିର ପରିସରରେ ପହଞ୍ଚି ଜଣେ ବ୍ୟକ୍ତି ଜୋର୍‌ରେ ପାଟି କରି ମଁୁ ବିକାଶ ଦୁବେ ବୋଲି କହୁଥିବାରୁ ଦେଖିବାକୁ ମିଳିଥିଲା। ଏହାପରେ କିଛି ସମୟ ପରେ ପୋଲିସ ତାଙ୍କୁ ନିଜ ହେପାଜତକୁ ନେଇଥିଲା। ଏହି ଗିରଫ ଘଟଣା ଯୋଜାନବଦ୍ଧ ବୋଲି ଅଭିଯୋଗ କରି ବିରୋଧୀ ଦଳ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri