ପୋଲିସ ବାରାକ୍‌ ଭିତରେ କ୍ରାଇମବ୍ରାଞ୍ଚ ଜେରା

ବ୍ରଜରାଜନଗର,୬।୨(ଡି.ଏନ୍‌.ଏ.): ରବିବାର ଦ୍ୱିତୀୟ ରିମାଣ୍ଡର ପ୍ରଥମ ଦିନ ଗୋପାଳଙ୍କୁ ପୋଲିସ ବାରକ୍‌ ଭିତରେ କ୍ରାଇମବ୍ରାଞ୍ଚ ଜେରା କରିଛି। କଟକ ଏସ୍‌ସିବିରୁ ଏକ ୪ଜଣିଆ ଡାକ୍ତର ଦଳ ଆସି ଗୋପାଳଙ୍କ ଲେବରାଲ ଭଏସ ଆନାଲିସିସ କରିଛନ୍ତି। ତାଙ୍କ ସହିତ ମନସ୍ତତ୍ତ୍ୱବିତ ଡାକ୍ତରମାନେ ମଧ୍ୟ ଅଛନ୍ତି। ଦିନ ତମାମ କ୍ରାଇମବ୍ରାଞ୍ଚ ପଚରାଉଚରା ଜାରିରଖିଛି। ତା’ସହିତ ସେଣ୍ଟ୍ରାଲ ଫୋରେନସିକ ଟିମ୍‌ ମଧ୍ୟ ଆସି ପହଞ୍ଚତ୍ ସାରିଛନ୍ତି। ଏହି ପରୀକ୍ଷା ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ କରାଯାଉଛି। ଏହି ପରୀକ୍ଷା ଦ୍ୱାରା ଅଭିଯୁକ୍ତଙ୍କୁ ସାଦାସିଧା ପ୍ରଶ୍ନ ପଚରାଯାଇଥାଏ। ପରେ ଘଟଣା ସମ୍ପର୍କରେ ପଚରା ଯାଏ। ତାରି ଭିତରୁ ପ୍ରଥମେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ଓ ପରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ କେତେ ତାଳମେଳ ରହୁଛି, ଅଭିଯୁକ୍ତ କେତେ ସତ କହୁଛନ୍ତି କହିବାର ଶୈଳୀରୁ ଜଣାପଡିଯାଇଥାଏ। ଏହି ପରୀକ୍ଷା ପରେ କ୍ରାଇମବ୍ରାଞ୍ଚକୁ ସଫଳତା ମିଳିବ ବୋଲି ଆଶା କରାଯାଉଛି। କାରଣ ପ୍ରଥମେ ପାଟଣାଗଡ଼ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲ ମେହେରକୁ ଏହି ପରୀକ୍ଷା କରାଯାଇଥିଲା ଯେଉଁଥିରେ କ୍ରାଇମବ୍ରାଞ୍ଚକୁ ସଫଳତା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri