Posted inଜାତୀୟ

ଶୋ’ରୁମ୍‌ରେ ପଶି ଗୁଳି କଲେ ଅପରାଧୀ: ସିସିଟିଭି ଫୁଟେଜ୍‌ ଭାଇରାଲ…

ଚଣ୍ଡିଗଡ଼, ୩୦।୮: ଅପରାଧୀ ଏବେ ଆଉ ଆଇନ ବ୍ୟବସ୍ଥାକୁ ଭ୍ରୁକ୍ଷେପ କରୁ ନାହାଁନ୍ତି। ହରିୟାଣାରେ ଘଟିଥିବା ଏକ ହତ୍ୟା ଘଟଣା ଏହାର ଉଦାହରଣ ପାଲଟିଛି। ସ୍ଥାନୀୟ ଯମୁନାନଗରର ଓ୍ବାର୍କଶପ୍‌ ରୋଡ୍‌ରେ ଶୋ’ରୁମ୍‌ରେ ବସିଥିବା ଜଣେ ବ୍ୟବସାୟୀଙ୍କୁ ଦୁଇଜଣ ଅପରାଧୀ ଗୁଳି କରି ହତ୍ୟା କରିଛନ୍ତି। ରଘୁନାଥ ପ୍ରଜାପତି ନାମକ ବ୍ୟବସାୟୀଙ୍କୁ ଅପରାଧୀମାନେ ୬ ଥର ଗୁଳି କରିଛନ୍ତି। ଏହାପରେ ମୋଟର ସାଇକେଲରେ ବସି ଫେରାର ହୋଇଯାଇଥିବା ସିସିଟିଭି ଫୁଟେଜ୍‌ରୁ ଜଣାପଡ଼ିଛି। ଏବେ ସିସିଟିଭି ଫୁଟେଜ୍‌ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପୋଲିସ ପକ୍ଷରୁ ଅପରାଧୀଙ୍କୁ ଧରିବା ଲାଗି ତନାଘନା ଆରମ୍ଭ ହୋଇଥିବା ଏସ୍‌ପି କମଲଦୀପ୍‌ ଗୋଏଲ୍‌ ସୂଚନା ଦେଇଛନ୍ତି। ଅପରାଧୀମାନେ ମୁଣ୍ଡରେ କ୍ୟାପ୍‌ ଏବଂ ମୁହଁରେ ମାସ୍କ୍‌ ପିନ୍ଧିଥିବା ସେ କହିଛନ୍ତି। ସେଥିପାଇଁ ଅପରାଧୀଙ୍କୁ ଚିହ୍ନଟ କରିବା ସହଜ ହେଉ ନ ଥିବା ଏସ୍‌ ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri