ନୂଆଦିଲ୍ଲୀ, ୬।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି।

ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୩୪ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିିଛି। ଏହା ୧୯ ହଜାର ୪୦୯ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୯ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୪ ହଜାର ୭୯୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୯୨୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୬୪୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୧ ଲକ୍ଷ ୨୬ ହଜାର ୯୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୪ ଲକ୍ଷ ୬୫ ହଜାର ୫୫୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ, ହରିୟାଣା ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ମିଳିବ ଦଣ୍ଡ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ଏଣିକି ଏମିତି ସିଷ୍ଟମ ତିଆରି କରାଯିବ ଯେଉଁଥିରେ ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ଦଣ୍ଡ ମିଳିବ ବୋଲି ଶୁକ୍ରବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ମୋଦିଙ୍କ ଗୁଣଗାନ କଲେ ବିଚାରପତି

ନୂଆଦିଲ୍ଲୀ,୭ା୨: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ସବୁଠୁ ପ୍ରିୟ, ଲୋକପ୍ରିୟ, ଜୀବନ୍ତ ଓ ଦୂରଦର୍ଶୀ ନେତା ଭାବେ ଅଭିହିତ କରିଛନ୍ତି। ଗୁଜରାଟ...

ଉତ୍ତରପ୍ରଦେଶରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ: ଶହେ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ କରାଗଲା ପରୀକ୍ଷା

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର କିଙ୍ଗ୍‌ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍‌ୟୁ)ରେ ଏଣିକି କରୋନାର ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ ହୋଇଯାଇଛି। କେଜିଏମ୍‌ୟୁ ହେଉଛି ରାଜ୍ୟର ଏକମାତ୍ର ହସ୍ପିଟାଲ ଯେଉଁଠାରେ ଆଣ୍ଟିବଡ଼ି...

କରୋନା ସଙ୍କଟ: କାମରେ ଯୋଗ ଦେଉନାହାନ୍ତି ୨୩୪ ଡାକ୍ତର!

ପାଟନା,୧୨।୪: କରୋନା ଭାଇରସକୁ ମୁକାବିଲା କରିବାକୁ ଡାକ୍ତର, ନର୍ସଙ୍କର ବିଶେଷ ଭୂମିକା ଥିବା ବେଳେ ବିହାରରେ କିନ୍ତୁ ଏଥିରେ କିଛି ମାତ୍ରାରେ ବ୍ୟତିକ୍ରମ ଦେଖାଦେଇଛି। ବିଶେଷ...

ଦେଖାଦେଲାଣି ଷ୍ଟେଜ୍‌-୩ ଆଶଙ୍କା, ସାମାଜିକ ସଂକ୍ରମଣକୁ ନେଇ ଅଧିକ ସତର୍କ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ...

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା...

୨୦୦୮ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ

ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍‌ଏସ୍‌): ୧୨ ବର୍ଷ ତଳର ସିଆର୍‌ପିଏଫ୍‌ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଦୋଷୀସାବ୍ୟସ୍ତ...

କ୍ୟାବିନେଟ ବୈଠକ: କୃଷକ, ବ୍ୟବସାୟୀଙ୍କୁ ମୋଦି ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର, ନୀତିନ ଗଡକରି ଓ...

Advertisement
Archives

Model This Week