ଆମେରିକା ମିଡ଼ିଆରେ ସଙ୍କଟ: ବେରୋଜଗାର ହେଉଛନ୍ତି ଗଣମାଧ୍ୟମ ପ୍ରତିନିଧି…

ଓ୍ବାଶିଂଟନ,୨୨।୧ : ସିଏନଏନ ଠାରୁ ୱାଶିଂଟନ ପୋଷ୍ଟ ପର୍ଯ୍ୟନ୍ତ ଆମେରିକାର ଗଣମାଧ୍ୟମ କଠିନ ସମୟର ସମ୍ମୁଖୀନ ହେଇଛନ୍ତି। କାରଣ ଆର୍ଥିକ ଅବନତିର ଭୟ ମଧ୍ୟରେ ଅନେକ ଆଉଟଲେଟ ଚଳିତ ଶୀତଦିନରେ ଛଟେଇ ଘୋଷଣା କରିଛନ୍ତି। ଦ ଭର୍ଜ ୱେବସାଇଟ ତଥା ନ୍ୟୁୟର୍କ ମାଗାଜିନ ଏବଂ ଏହାର ଅନଲାଇନ ପ୍ଲାଟଫର୍ମଗୁଡିକର ମାଲିକ ଭକ୍ସ ମିଡିଆ ଏହାର ସାତ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବାକୁ ଘୋଷଣା କରିଛି। ସିଏନଏନ, ଏନବିସି,ଏମଏସଏନବିସି, ବଜ୍‌ ଫ୍ରିଡ ଏବଂ ଅନ୍ୟାନ୍ୟ ଆଉଟଲେଟରେ ମଧ୍ୟ ଛଟେଇ କରାଯାଉଛି।

କର୍ମଚାରୀଙ୍କ ନିକଟକୁ ପଠାଯାଇଥିବା ଏକ ଚିଠିରେ ଭକ୍ସ ମିଡିଆ ସିଇଓ ଜିମ ବ୍ୟାଙ୍କକଫ ଘୋଷଣା କରିଛନ୍ତି ଯେ ଆମ ବ୍ୟବସାୟ ତଥା ଶିଳ୍ପକୁ ପ୍ରଭାବିତ କରୁଥିବା ଆର୍ଥିକ ପରିବେଶ କାରଣରୁ ବିଭିନ୍ନ ବିଭାଗରେ ପ୍ରାୟ ସାତ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବା ଭଳି କଷ୍ଟସାଧ୍ୟ ନିଷ୍ପତ୍ତି ନିଆଯାଇଛି। ଭକ୍ସ ମିଡିଆ କହିଛି ଯେ ପ୍ରଭାବିତ କର୍ମଚାରୀମାନଙ୍କୁ ଆସନ୍ତା ୧୫ ମିନିଟ ମଧ୍ୟରେ ଚାକିରି ଛାଡ଼ିବାକୁ ସୂଚନା ଦିଆଯିବ। ୧,୯୦୦ କର୍ମଚାରୀଙ୍କ ମଧ୍ୟରୁ ପ୍ରାୟ ୧୩୦ ଜଣଙ୍କୁ ଛଟେଇ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri