ମୃତ ଦେହ ସଂସ୍କାର ପାଇଁ ଚାଇନାରେ ସଙ୍କଟ, ମିଳୁନି କଫିନ…

ବେଜିଂ,୨୫।୧ : ଚାଇନାରେ କରୋନା ତାଣ୍ଡବ ଜାରି ରହିଛି। ଏଠାରେ ପ୍ରାୟ ୮୦ ପ୍ରତିଶତ ଜନସଂଖ୍ୟା ସଂକ୍ରମଣର ଶିକାର ହୋଇଛନ୍ତି ଏବଂ ମୃତକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଡିସେମ୍ବରରୁ ଚାଇନାରେ କରୋନା କାରଣରୁ ୬୦ ହଜାର ମୃତ୍ୟୁ ହୋଇଥିବା ଖବର ସରକାର ଦେଇଛନ୍ତି। କିନ୍ତୁ ବାସ୍ତବତା ହେଉଛି ରାସ୍ତାଘାଟ ଏବଂ ଡାକ୍ତରଖାନାରେ ବହୁ ମୃତ ଦେହ ପଡ଼ି ରହିଛି। ମୃତ ଦେହ ସଂସ୍କାର ନେଇ ସମସ୍ୟା ଦେଖାଦେଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଚାଇନାରେ ସମାଧି ପାଇଁ କଫିନ ମଧ୍ୟ ମିଳୁନି। ଅଧିକ ଚାହିଦା ଯୋଗୁ କଫିନ ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ମୃତଦେହ ସଂସ୍କାର ପାଇଁ ଲମ୍ବା ଲାଇନ ଦେଖିବାକୁ ମିଳୁଛି।

ଚାଇନାର ମୁଖ୍ୟ ମହାମାରୀ ବିଶେଷଜ୍ଞ ୱୁ ଜୁନିଆଓଙ୍କ ଅନୁଯାୟୀ, ଡିସେମ୍ବର ମାସରେ ଚାଇନା କରୋନା ପ୍ରତିବନ୍ଧକ ହଟାଇବା ପରଠାରୁ ଏକ୧୧୦ କୋଟିରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି, ଯାହା ସମୁଦାୟ ଜନସଂଖ୍ୟାର ୮୦ ପ୍ରତିଶତ ଅଟେ। ଏଥି ସହିତ ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ୧୩ ହଜାର କରୋନା ମୃତ୍ୟୁ ରେକର୍ଡ କରାଯାଇଛି। କିନ୍ତୁ ଏସବୁ ମୃତ୍ୟୁ ଡାକ୍ତରଖାନାରେ ଘଟିଥିଲା। ସେଥିରେ ଘରେ ମୃତ୍ୟୁ ଘଟିଥିବା ସଂଖ୍ୟାକୁ ବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri