‘ଓଡ଼ିଆ ଭାଷା ଉପରେ ସଙ୍କଟ ଘନେଇଛି’

ଢେଙ୍କାନାଳ ଅଫିସ, ୨୨।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ମାତୃଭାଷା ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ଏଥିରେ ଅଧ୍ୟକ୍ଷତା କରି କହିଲେ, ଓଡ଼ିଆ ଭାଷା ଆମ ଜାତିର ପ୍ରତୀକ। ଏକଦା ଅସ୍ତିତ୍ୱ ବଞ୍ଚାଇବାକୁ ଓଡ଼ିଆ ଭାଷା ସଂଘର୍ଷ କରୁଥିବାବେଳେ ଏହାର ସୁରକ୍ଷା ଲାଗି ଅନେକ ଯୋଗଜନ୍ମା ଆଗେଇ ଆସିଥିଲେ। ବ୍ୟାସକବି ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ନନ୍ଦକିଶୋର ବଳ, ଅଭିମନ୍ୟୁ ସାମନ୍ତସଂହାର, ବ୍ରଜନାଥ ବଡଜେନା, ଯଦୁମଣି ମହାପାତ୍ରଙ୍କ କାଳଜୟୀ ସୃଷ୍ଟି ସେହି ସମୟରେ ଓଡ଼ିଆ ଭାଷାକୁ ନବଜୀବନ ଦେଇଥିଲା। ଏବେ ଓଡ଼ିଆ ଭାଷା ଉପରେ ପୁଣି ଥରେ ସଙ୍କଟ ଘନେଇଲାଣି। ଏହାର ସୁରକ୍ଷା ଲାଗି ପ୍ରତି ଓଡ଼ିଆ ଆଗେଇ ଆସିବା ଦରକାର ବୋଲି ସେ ମତ ଦେଇଥିଲେ।
ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡ଼ିଆ ଭାଷାର ସୁରକ୍ଷା ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ବିମଳ କିଶୋର ବିହାରୀ, ଅଜିତ କୁମାର ରାଉତ, ଶିକ୍ଷୟିତ୍ରୀ ଶର୍ମିଷ୍ଠା ବେହେରା, ମଧୁମିତା ପ୍ରଧାନଙ୍କ ସମେତ ବହୁ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri