ମାଡ଼ି ଆସୁଛି ସଙ୍କଟ: ୬ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ଛୁଇଁବା ଆଶଙ୍କା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨।୮: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳରେ ଆମେରିକାର ବିଶେଷଜ୍ଞଙ୍କ ପକ୍ଷରୁ କରାଯାଇଥିବା ଦାବୀ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଏବେ ପ୍ରତିଦିନ ୫୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଆସନ୍ତା ୬ ସପ୍ତାହ ମଧ୍ୟରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ଟପିବ ବୋଲି ଆମେରିକାର ମହାମାରୀ ବିଶେଷଜ୍ଞ ଭ୍ରମର ମୁଖାର୍ଜୀ କହିଛନ୍ତି। ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇ ସାରିଥିବା ସେ ଦାବି କରିଛନ୍ତି। କରୋନା ସଂକ୍ରମଣ ସମ୍ପର୍କରେ ଯେତେବେଳେ କୌଣସି ପୂର୍ବ ସୂଚନା ନ ମିଳେ। ସେତେବେଳେ ଗୋଷ୍ଠୀ ସଂକ୍ରମଣ ହୋଇଥିତ୍ବା କୁହାଯାଇଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ଭାରତରେ ଏଭଳି ସ୍ଥିତି ଦେଖାଦେଇଥିବା ମଧ୍ୟ ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୭୪ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ପୁରୁଷ ବିବାହିତ ଜାଣି ସମ୍ପର୍କ ରଖିଥିଲେ ବଳାତ୍କାର ଅଭିଯୋଗ ଗ୍ରହଣୀୟ ନୁହେଁ

କୋଚି,୯।୧୦: ପୁରୁଷ ବିବାହିତ ଥିବା ଜାଣି ମଧ୍ୟ ମହିଳା ଯଦି ତାଙ୍କ ସହ ଯୌନ ସମ୍ପର୍କ ଜାରି ରଖିଥାନ୍ତି, ତେବେ ମିଥ୍ୟା ବିବାହ ପ୍ରତିଶ୍ରୁତିରେ ବଳାତ୍କାର...

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା: ପୋଲିସଙ୍କ ଉପରେ ଫୁଲ ବର୍ଷା କଲେ ସାଧାରଣ ଲୋକେ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦର ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରିଛି। ଏହି ଏନ୍‌କାଉଣ୍ଟର ପରେ ସାରା...

ପାଳିରେ ହେଉ ୪ ରାଜଧାନୀ: ମମତା

କୋଲକାତା, ୨୪।୧: ଭାରତରେ ପାଳିକରି ୪ଟି ରାଜଧାନୀ ହେବା ଆବଶ୍ୟକ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ନେତାଜୀ ଜୟନ୍ତୀ ପାଳନ ଅବସରରେ ଏକ...

କଂଗ୍ରେସକୁ ଆଉ ଏକ ଝଟ୍‌କା: ଇସ୍ତଫା ଦେଲେ ୬ ବିଧାୟକ

ଇମ୍ଫାଲ,୧୧।୮: କଂଗ୍ରେସକୁ ଲାଗିଛି ଆଉ ଏକ ଧକ୍କା। ମଣିପୁରରେ କଂଗ୍ରେସର ୬ ବିଧାୟକ ବିଧାନସଭା ଅଧ୍ୟକ୍ଷଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିବା ଜଣାପଡିଛି। ଦଳର...

‘ଦେଶରେ ଚାଲିଛି ଏକଛତ୍ରବାଦ ଶାସନ’

ନୂଆଦିଲ୍ଲୀ,୫।୮: ସାରା ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ନେତାମାନେ ଦିଲ୍ଲୀ ସମେତ ସାରା ଦେଶରେ ବିରୋଧ କରୁଛନ୍ତି। ରାଷ୍ଟ୍ରପତି...

ଜେଏନ୍‌ୟୁରେ ଏବିଭିପି-ବାମପନ୍ଥୀ ମୁହାଁମୁହିଁ

ନୂଆଦିଲ୍ଲୀ, ୧୧ା୪: ଛାତ୍ର ଅଶାନ୍ତିକୁ ନେଇ ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପୁଣି ବିବାଦ ଘେରକୁ ଆସିଛି। ରାମ ନବମୀ ଉତ୍ସବ ପାଳନବେଳେ ଆମିଷ...

ହାତ ଛାଡି ଝାଡୁ ଧରିଲେ ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀ ମହାନଗର ନିଗମ(ଏମସିଡି) ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। କଂଗ୍ରେସର ପୂର୍ବତନ ଏମ୍‌ପି ମହାବଳ ମିଶ୍ରା ଦଳ ଛାଡି ଆମ୍‌ ଆଦ୍‌ମୀ...

Advertisement
Archives

Model This Week