ବିଶ୍ୱର ଦାମୀ କାର୍‌ କିଣିଲେ ଏହି ବ୍ୟକ୍ତି, ଜାଣନ୍ତୁ କେତେ ରହିଛି ଦାମ୍‌

ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲଡୋ ଦୁନିଆର ସବୁଠୁ ଦାମୀ କାର ବୁଗାଟୀ ଲା କିଣିଛନ୍ତି। ଏହି କାରର ମୂଲ୍ୟ ଜାଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏହି କାର କିଣିବା ପାଇଁ ରୋନାଲଡୋ ପ୍ରାୟ ୭୫ କୋଟି ଖର୍ଚ୍ଚ କରିଛନ୍ତି। ଏହି କାର ପ୍ରସ୍ତୁତି କରିଥିବା କମ୍ପାନୀ ମାତ୍ର ୧୦ଟି ଏଭଳି କାର୍‌ ନିର୍ମାଣ କରିଛିି। ୩୫ ବର୍ଷୀୟ ଷ୍ଟାର ଫୁଟବଲର ରୋନାଲ୍ଡୋ ଏହି କାର୍‌ ସହ ଏକ ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି କାର୍‌କୁ ମିଶାଇ ରୋନାଲ୍ଡୋଙ୍କ ପାଖରେ ଥିବା ସବୁ କାର୍‌ର ମୂଲ୍ୟ ମୋଟ ୩୦ ମିଲିୟନ ଅର୍ଥାତ୍‌ ୨୬୪ କୋଟି ଟଙ୍କା ହେବ ବୋଲି ଜଣାପଡିଛି। ବୁଗାଟୀ ଲା କାର୍‌ ୩୮୦ କିମି ପ୍ରତି ଘଣ୍ଟା ବେଗ ଧରିପାରେ। ମାତ୍ର ୨.୪ ସେକେଣ୍ଡରେ ୬୦ କିମି ପ୍ରତି ଘଣ୍ଟା ବେଗରେ ଯିବାର କ୍ଷମତା ରହିଛି।

View this post on Instagram

You choose the view 😉😅

A post shared by Cristiano Ronaldo (@cristiano) on


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri