Posted inଖେଳ

କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କ ୪ ଗୋଲ୍‌

ମିକ୍କା, ୧୧ା୨ (ସାଉଦି ଆରବ): କ୍ରିଷ୍ଟିଆନୋ ରୋନାଲ୍‌ଡୋ ତାଙ୍କ ନୂଆ ସାଉଦି ଆରବ ଟିମ୍‌ ଅଲ୍‌ ନାସେର ଦଳ ତରଫରୁ ଖେଳିବା ଆରମ୍ଭ କରି ଏକ ମ୍ୟାଚ୍‌ରେ ୪ ଗୋଲ ସ୍କୋର କରିଛନ୍ତି। ଫଳରେ ଘରୋଇ ଲିଗ୍‌ରେ ତାଙ୍କ ଗୋଲ୍‌ ସଂଖ୍ୟା ୫୦୩ରେ ପହଞ୍ଚତ୍ଛି। ଚାରିଦିନ ପୂର୍ବେ ରୋନାଲ୍‌ଡୋ ତାଙ୍କର ୩୮ତମ ଜନ୍ମଦିବସ ପାଳିଛନ୍ତି। ସାଉଦି ପ୍ରୋ-ଲିଗ୍‌ର ଏକ ଗେମ୍‌ରେ ଅଲ୍‌ ନାସେର ୪-୦ ଗୋଲ୍‌ରେ ଅଲ୍‌ ଓ୍ବେହଦାକୁ ହରାଇ ଦେଇଛି। ମ୍ୟାଚ୍‌ର ସମସ୍ତ ଗୋଲ୍‌ ରୋନାଲ୍‌ଡୋ ସ୍କୋର କରିଛନ୍ତି। ସେ ପ୍ରଥମାର୍ଦ୍ଧରେ ଦୁଇଟି ଗୋଲ୍‌ ଏବଂ ଅନ୍ୟ ଦୁଇଟି ଦ୍ୱିତୀୟାର୍ଦ୍ଧରେ ସ୍କୋର କରିଥିଲେ। ୫ଥର ବାଲନ ଡି’ଅର୍‌ ପୁରସ୍କାର ବିଜେତା ପୂର୍ବରୁ ରିଅଲ ମାଡ୍ରିଡ୍‌, ଜୁଭେଣ୍ଟସ୍‌ ଓ ମାଞ୍ଚେଷ୍ଟର ୟୁନାଇଟେଡ୍‌ର ଷ୍ଟାର ଖେଳାଳି ରହିଥିଲେ। ବିଶ୍ୱକପ୍‌ ପରେ ସେ ଅଲ୍‌ ନାସେରରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri