Posted inଖେଳ

କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କ ୪ ଗୋଲ୍‌

ମିକ୍କା, ୧୧ା୨ (ସାଉଦି ଆରବ): କ୍ରିଷ୍ଟିଆନୋ ରୋନାଲ୍‌ଡୋ ତାଙ୍କ ନୂଆ ସାଉଦି ଆରବ ଟିମ୍‌ ଅଲ୍‌ ନାସେର ଦଳ ତରଫରୁ ଖେଳିବା ଆରମ୍ଭ କରି ଏକ ମ୍ୟାଚ୍‌ରେ ୪ ଗୋଲ ସ୍କୋର କରିଛନ୍ତି। ଫଳରେ ଘରୋଇ ଲିଗ୍‌ରେ ତାଙ୍କ ଗୋଲ୍‌ ସଂଖ୍ୟା ୫୦୩ରେ ପହଞ୍ଚତ୍ଛି। ଚାରିଦିନ ପୂର୍ବେ ରୋନାଲ୍‌ଡୋ ତାଙ୍କର ୩୮ତମ ଜନ୍ମଦିବସ ପାଳିଛନ୍ତି। ସାଉଦି ପ୍ରୋ-ଲିଗ୍‌ର ଏକ ଗେମ୍‌ରେ ଅଲ୍‌ ନାସେର ୪-୦ ଗୋଲ୍‌ରେ ଅଲ୍‌ ଓ୍ବେହଦାକୁ ହରାଇ ଦେଇଛି। ମ୍ୟାଚ୍‌ର ସମସ୍ତ ଗୋଲ୍‌ ରୋନାଲ୍‌ଡୋ ସ୍କୋର କରିଛନ୍ତି। ସେ ପ୍ରଥମାର୍ଦ୍ଧରେ ଦୁଇଟି ଗୋଲ୍‌ ଏବଂ ଅନ୍ୟ ଦୁଇଟି ଦ୍ୱିତୀୟାର୍ଦ୍ଧରେ ସ୍କୋର କରିଥିଲେ। ୫ଥର ବାଲନ ଡି’ଅର୍‌ ପୁରସ୍କାର ବିଜେତା ପୂର୍ବରୁ ରିଅଲ ମାଡ୍ରିଡ୍‌, ଜୁଭେଣ୍ଟସ୍‌ ଓ ମାଞ୍ଚେଷ୍ଟର ୟୁନାଇଟେଡ୍‌ର ଷ୍ଟାର ଖେଳାଳି ରହିଥିଲେ। ବିଶ୍ୱକପ୍‌ ପରେ ସେ ଅଲ୍‌ ନାସେରରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟରେ ୬୦୦ ଉଇକେଟ୍‌ ନେଲେ ଆଣ୍ଡରସନ

ସାଉଥାମ୍ପଟନ, ୨୫।୮: ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଚାଲିଥିବା ୩ୟ ଟେଷ୍ଟର ୫ମ ଦିବସ ଅବସରରେ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଏକ ବିରଳ...

ଲଜ୍ଜାଜନକ ରେକର୍ଡ ହାସଲ କଲେ ପୂଜାରା

କାନପୁର,୨୮।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ କାନପୁରରେ ଖେଳାଯାଉଛି। ଏହି ସିରିଜରେ ଅନେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ...

ସାଢ଼େ ୪ ବର୍ଷ ପରେ ଫେରିଲେ !

ନୂଆଦିଲ୍ଲୀ,୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳକୁ ଫେରିଛନ୍ତି ଟିମ୍‌ ଇଣ୍ଡିଆର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରାୟ...

ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ : ଟପ୍‌ ୧୦ରେ କେନିନ

ପ୍ୟାରିସ, ୪ା୨(ଏଏଫ୍‌ପି)-ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ବିଜୟିନୀ ହେବା ପରେ ସୋଫିଆ କେନିନ ସଦ୍ୟ ପ୍ରକାଶିତ ଡବ୍ୟ୍ଲୁଟିଏ ର଼୍ୟାଙ୍କିଙ୍ଗ ତାଲିକାରେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୭ମ...

୧୨ ଓଭର ବାକିଥାଇ ବିଜୟ ଲକ୍ଷ୍ୟ ହାସଲ କଲା ଭାରତ

ପାଲିକେଲ୍‌,୨ା୭: ଦୀପ୍ତି ଶର୍ମାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ସହାୟତାରେ ଭାରତ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ୪ ଉଇକେଟରେ ବିଜୟ ହାସଲ କରିଛି।...

ଓ୍ବେଷ୍ଟଇଣ୍ଡିଜ ଆଗରେ ୨୮୮ ରନ୍‌ର ବିଜୟ ଲକ୍ଷ୍ୟ

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୮୭...

ମେଲବୋର୍ନ କ୍ଲବ ପାଇଁ ଖେଳିବେ ଯୁବରାଜ ଓ ଗେଲ୍‌

ମେଲବୋର୍ନ, ୨୮ା୬ (ପି.ଟି.)- ଚଳିତ ଗ୍ରୀଷ୍ମ ଋତୁରେ ମେଲବୋର୍ନରେ ଅବସ୍ଥିତ ମଲ୍‌ଗ୍ରେଭ୍‌ କ୍ରିକେଟ କ୍ଲବ ତରଫରୁ ଟି୨୦ କ୍ରିକେଟ ଖେଳିପାରନ୍ତି ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ...

ଭାରତ ପାଇଁ ସହଜ ନୁହେଁ ସେମିଫାଇନାଲ ରାସ୍ତା: ଜାଣନ୍ତୁ କ’ଣ ରହିଛି ସମୀକରଣ

ଦୁବାଇ,୨୬।୧୦: ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ଚିନ୍ତାରେ ପଡିଯାଇଛି। ଏହି ପରାଜୟ କେବଳ ଟିମ ଇଣ୍ଡିଆର...

Advertisement
Archives

Model This Week