Posted inଜାତୀୟ

ମୁଁ ଭାଜପାକୁ ଖଣ୍ଡ ଖଣ୍ଡ କରି ଦେବି

ନୂଆଦିଲ୍ଲୀ,୧।୧୦: “କଂଗ୍ରେସ ନେତୃତ୍ୱକୁ ସମାଲୋଚନା କରିବାର ଅର୍ଥ ଭାଜପାକୁ ସାହାଯ୍ୟ କରିବା। ଦେଶର ସବୁଠୁ ବଡ଼ ବିରୋଧୀ ଦଳ ହେଉଛି କଂଗ୍ରେସ। କଂଗ୍ରେସ ଯେତେ ମଜଭୁତ ହେବ ଭାଜପାକୁ ସେତିକି ବଡ଼ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିବ”। ଏଭଳି କଡ଼ା ଭାଷାରେ ଭାଜପାକୁ ସମାଲୋଚନା କରିଛନ୍ତି କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ଛାତ୍ର ନେତା କହ୍ନେୟା କୁମାର।

କଂଗ୍ରେସ ଛଡ଼ା ସମସ୍ତ ବିରୋଧୀ ଦଳ ହେଉଛନ୍ତି ଆଞ୍ଚଳିକ ଦଳ। କେବଳ କଂଗ୍ରେସ ହେଉଛି ଏକମାତ୍ର ବିରୋଧୀ ଦଳ, ଯାହାର ଉପସ୍ଥିତି ଜାତୀୟ ସ୍ତରରେ ଅଛି। ଭାଜପାକୁ ହରାଇବାର ଦକ୍ଷତା କଂଗ୍ରେସ ପାଖରେ ସର୍ବଦା ଅଛି। ଯଦି ମୋତେ କେବେ ଲାଗିବ ମୁଁ ଭାଜପାକୁ ହରାଇପାରିବି ନାହିଁ, ତେବେ ମୁଁ ଦଳ ଛାଡ଼ି ଦେବି। ଭାଜପା ମୋତେ ଟୁକଡେ-ଟୁକଡେ (ଖଣ୍ଡ ଖଣ୍ଡ) ଗ୍ରୁପ କହୁଛି। ମୁଁ ଭାଜପାର ଖଣ୍ଡ ଖଣ୍ଡ କରିଦେବି। ଏହି ଦଳ ଜାତିର ପିତା ମହତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ତାଙ୍କ ଆଦର୍ଶ ବୋଲି ଗଣନା କରେ। ସେମାନେ କେବଳ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆଗରେ ଗାନ୍ଧିଜୀଙ୍କ ପ୍ରଶଂସା କରନ୍ତି ବୋଲି କହ୍ନେୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri