ପୁଣି ଇତିହାସ ରଚିଲା ‘ଆରଆରଆର’

ରାମ ଚରଣ ଏବଂ ଜୁନିଅର ଏନଟିଆରଙ୍କ ଅଭିନୀତ ଫିଲ୍ମ ‘ଆରଆରଆର’ ପୁଣି ବିଶ୍ୱସ୍ତରରେ ଲୋକ୍ରପିୟତା ହାସଲ କରିଛି। ନିକଟରେ ଏସ ରାଜାମୌଲିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ‘ନାଟୁ ନାଟୁ’ ଗୀତକୁ ହଲିଉଡ୍‌ର ସମ୍ମାନଜନକ ଗୋଲଡେନ ଗ୍ଲୋବ ପୁରସ୍କାର ମିଳିଥିଲା। ଏବେ ‘ଆରଆରଆର’କୁ କ୍ରିଟିକ୍ସ ଚଏସ୍‌ ଆଓ୍ବାର୍ଡରେ ଗୋଟିଏ ଦୁହେଁ, ଦୁଇଟି ପୁରସ୍କାର ମିଳିଛି। ଲସ ଆଞ୍ଜେଲସରେ ଅନୁଷ୍ଠିତ କ୍ରିଟିକ୍ସ ଚଏସ୍‌ ଆଓ୍ବାର୍ଡ ନାଇଟ୍‌ରେ ‘ଆରଆରଆର’ ଶ୍ରେଷ୍ଠ ବିଦେଶୀ ଭାଷା ଫିଲ୍ମ ଏବଂ ‘ନାଟୁ ନାଟୁ’କୁ ଶ୍ରେଷ୍ଠ ଗୀତ ପୁରସ୍କାର ଲାଭ କରିଛି। ‘ଆରଆରଆର ଫିଲ୍ମ’ ତରଫରୁ ଟୁଇଟ ଯୋଗେ ଏହି ସୂଚନା ଦିଆଯାଇଛି।
ଆର୍‌ଆର୍‌ଆର୍‌ ଫିଲ୍ମ ହିନ୍ଦୀ, ତାମିଲ, କନ୍ନଡ ଏବଂ ମାଲାୟାମ ଭାଷାରେ ମୁକ୍ତିଲାଭ କରିଥିଲା। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି, ରାମ ଚରଣ ଏବଂ ଜୁନିୟର୍‌ ଏନ. ଟି.ଆର୍‌.। ତାଙ୍କ ସହିତ ଶ୍ରୀୟା ଶରଣ, ଆଲିଆ ଭଟ୍ଟ ଏବଂ ଅଜୟ ଦେବଗନଙ୍କ ଭଳି ଅନେକ ଅଭିନେତା ଓ ଅଭିନେତ୍ରୀ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତୁତି ପଥେ ‘ଗୁଲାବୋ ସିତାବୋ’

ଲକ୍ଷ୍ନୌ: ଅଭିନେତା ଆୟୁଷ୍ମାନ୍‌ ଖୁରାନା ତାଙ୍କର ପରବର୍ତ୍ତୀ ଫିଲ୍ମ ‘ଗୁଲାବୋ ସିତାବୋ’ ଶୁଟିଂ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅମିତାଭ ବଚ୍ଚନ ଅଭିନୟ...

ଓଟିଟିରେ ରିଲିଜ ହେବ ‘ମିଶନ ସିଣ୍ଡ୍ରେଲା’

ବଲିଉଡ୍‌ର ଆକ୍ସନ ହିରୋ ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଆଗାମୀ ଫିଲ୍ମ ‘ବଚ୍ଚନ ପାଣ୍ଡେ’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ତେବେ ତାଙ୍କର ନୂଆ ଫିଲ୍ମ...

ଆଉ ପାଦେ ଆଗକୁ

ବମ୍ବେ: ବିଗ୍‌ବସ୍‌ ଘରେ ଗଢ଼ି ଉଠିଛି ଅନେକ ପ୍ରେମକାହାଣୀ। ସେଥିରୁ କିଛି ସଫଳ ହୋଇଛି ଏବଂ କିଛି ବିଫଳ ମଧ୍ୟ। ଚଳିତ ସିଜନରେ ମଧ୍ୟ ଗୋଟିଏ...

କରୋନା ଭୟରେ ଟ୍ରେନ୍‌ ସିଟ୍‌ ସଫା କଲେ ରବୀନା

କରୋନାକୁ ନେଇ ସମସ୍ତଙ୍କ ମନରେ ଭୟ। ଏ ନେଇ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାର ପର୍ଯ୍ୟନ୍ତ କେହି ହେଲେ ଘରୁ ବାହାରକୁ ବାହାରୁ...

ସୁପରହିରୋ ଶକ୍ତିମାନ ଉପରେ ନିର୍ମାଣ ହେବ ଫିଲ୍ମ!

ମୁମ୍ବାଇ: ପିଲାମାନଙ୍କର ଅତିପ୍ରିୟ ଧରାବାହିକ ଶକ୍ତିମାନ ସେତେବେଳେ ତା’ର ଲୋକ ପ୍ରିୟତାକୁ ବଜାୟ ରଖିଥିଲା । କେହି ଏହାକୁ ଭାରତର ପ୍ରଥମ ସୁପରହିରୋ କୁହନ୍ତି ତ...

୬୪ ବର୍ଷରେ ଅନୀଲ କପୁର: ବିବାହ ପରେ ବି ପଡ଼ିଥିଲେ ପ୍ରେମରେ…

ମୁମ୍ବାଇ,୨୪।୧୨: ବଲିଉଡ୍‌ର ଚକୋଲେଟ ହିରୋ ଅନୀଲ କପୁର ଗୁରୁବାର ୬୪ ବର୍ଷରେ ପାଦ ଦେଇଛନ୍ତି । ସେ ୧୯୫୬ ଡିସେମ୍ବର ୨୪ରେ ମୁମ୍ବାଇର ଚେମ୍ବୁରଠାରେ ଜନ୍ମଗ୍ରହଣ...

କେକେଙ୍କ ହୋଟେଲ ରୁମ୍‌ରୁ ମିଳିଲା ଆଣ୍ଟାସିଡ ଔଷଧ

ବଲିଉଡ ପ୍ରସିଦ୍ଧ ଗାୟକ କେକେ ମାତ୍ର ୫୩ ବର୍ଷ ବୟସରେ ଆଖି ବୁଜିଛନ୍ତି। କୋଲକାତାରେ ଲାଇଫ୍‌ କନ୍‌ସର୍ଟର କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଛି।...

ରିଲିଜ ହେବ ‘କ୍ରେଜି-୪ : ଆମେ ଓଡିଆ ଟୋକା’: ଆଶାରେ ଅଭିଷେକ

ଅଭିଷେକ ରଥ ଏବେ ଠାରୁ ଦିନ ଗଣିବା ଆରମ୍ଭ କଲେଣି। କାରଣ ତାଙ୍କ ଅଭିନୀତ ‘କ୍ରେଜି-୪ : ଆମେ ଓଡିଆ ଟୋକା’ ଖୁବ୍‌ ଶୀଘ୍ର ରିଲିଜ...

Advertisement
Archives

Model This Week