ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି ନେଇଛି କୁମ୍ଭୀର। ନିଖୋଜ ବୃଦ୍ଧ ଜଣକ ହେଉଛନ୍ତି ଇଚ୍ଛାପୁର ଗାଁର ଅଜାମ୍ବର ନାୟକ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ଅଜାମ୍ବର ଗାଁ ନିକଟସ୍ଥ ପାନିଆ ନଦୀ ପାର ହେଉଥିଲେ। ସେତିକିବେଳେ ଏକ କୁମ୍ଭୀର ଚାଳିଆସି ଅଜାମ୍ବରଙ୍କୁ ପାଣି ଭିତରକୁ ଟାଣି ନେଇଥିଲା। ଫଳରେ ସେ ନିଖୋଜ ହୋଇଯାଇଛନ୍ତି। ଖବର ପାଇ ଓଡ୍ରାଫ ଟମ୍‌ ଘଟଣାସ୍ଥଳରେ ପହଞ୍ଚି ବୋଟ୍‌ ସାହାର୍ଯ୍ୟରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ହେଲେ ତାଙ୍କର କୌଣସି ପତ୍ତା ମିଳିପାରି ନାହିଁ। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକର ଘଣ୍ଟାଏ ପରେ ମନେପଡ଼ିଲା: ୟୁଟ୍ୟୁବ ଶର୍ଚ୍ଚ କରି ବନ୍ଦେ ଉତ୍କଳ ଜନନୀ ଗାଇଲେ ମନ୍ତ୍ରୀ, ବିଧାୟକ, ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୯।୧୦ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାପରିଷଦ ବୈଠକରେ ଘୋର ବ୍ୟତିକ୍ରମ ଦେଖିବାକୁ ମିଳିଛି । ପ୍ରତି ବୈଠକର ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ଗୀତ...

ବିଦ୍ୟୁତ କଟିଲେ କାର୍ଯ୍ୟାଳୟରେ କାମ ଠପ୍‌: ବଢୁଛି ଅସନ୍ତୋଷ

ଭୁବନ, ୯।୧୦( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଉପଡାକଘର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଭୁବନ ଏସିଆ ମହାଦେଶର ବଡ...

୭୦% ପ୍ରତିଶତ ଅର୍ଥ ହରିଲୁଟ୍‌: ମୋହନ ସରକାର କରିବେନି ବରଦାସ୍ତ

ଛତ୍ରପୁର, ୯।୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ଗଞ୍ଜାମ ଜ଼ିଲାପରିଷଦ ବୈଠକ ବୁଧବାର ଜ଼ିଲାପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ବସିଛି। ପ୍ରତି ୩ ମାସକୁ...

ମହିଳାଙ୍କୁ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌….

ଭୁବନେଶ୍ୱର,୯।୧୦: ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ...

ବଢୁଛି ଦାଦନ ସମସ୍ୟା: ଦାଦନ ଖଟିବାକୁ ଯାଇ ମହିଳାଙ୍କ ଚାଲିଗଲା ଜୀବନ

ଦାରିଙ୍ଗବାଡି,୯।୧୦(ଅରୁଣ ସାହୁ): ଦାଦନ ଖଟିବାକୁ ଯାଇ ମହିଳାଙ୍କ କେରଳରେ ମୃତ୍ୟୁ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ମୃତକ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ...

କଟକଣା ବିଜ୍ଞପ୍ତି ବଦଳାଇଲେ ଆର୍‌ଟିଓ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ପ୍ରାୟ ମାସେ ରହିଛି। ଏଭଳି ସ୍ଥଳେ ବରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ସାବୁଆ ମାଝି...

ହଠାତ୍‌ ଶୁଭିଲା ପ୍ରଚଣ୍ଡଶବ୍ଦ: ଦେଖୁଦେଖୁ ଟଳିପଡ଼ିଲେ ମିସ୍ତ୍ରୀ

ଖୋର୍ଦ୍ଧ,୯।୧୦: ଟାୟାର ପ୍ରେସର୍‌ ଟାଙ୍କି ଫାଟି ଜଣେ ମୃତ, ଦୁଇ ଆହତ। ଏଭଳି ଘଟଣାଘଟିଛି ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦଧିମାଛ...

ନକ୍ସଲବାଦ ଶେଷ କରିବ ‘ଗ୍ରାମୋଦୟ’: ଏହି ୧୦ ଜିଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା

ଭୁବନେଶ୍ୱର,୯ା୧୦(ଅନିଲ ଦାସ):ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri