ନଦୀରେ କୁମ୍ଭୀର, ଲୋକେ ଭୟଭୀତ

ପଲସାଗୋରା,୧୭।୫(ଅଶ୍ୱିନୀ ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଶିମିଳିପଦର ପଞ୍ଚାୟତ ଗବଯୋର ନିକଟ ତେଲ ନଦୀ କୂଳରେ ଶନିବାର ସକାଳ ୭ଟା ସମୟରେ ୮ଫୁଟ୍‌ ଲମ୍ବ ଏକ ଘଡ଼ିଆଳ କୁମ୍ଭୀର ପହଁରୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ କଣ୍ଟାମାଳ ଦମକଳ ବାହିନୀ ଓ ବନ ବିଭାଗ କର୍ମଚାରୀ ଆସି କୁମ୍ଭୀରର ଗତିବିଧି ଉପରେ ନଜର ରଖିବା ସହିତ ତାକୁ ସୁରକ୍ଷିତ ସ୍ଥାନରେ ଛାଡ଼ିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇପାରିନାହାନ୍ତି। କୁମ୍ଭୀରକୁ ଦେଖି ବୈଦ୍ୟନାଥ, ଗବଯୋର, ପଥର୍ଲା ଓ ନଦୀ କୂଳିଆ ଲୋକେ ଭୟଭୀତ ହୋଇପଡିଛନ୍ତି। ଏ ସମ୍ପର୍କରେ କଣ୍ଟାମାଳ ବନ ଅଧିକାରୀ ଜୟକୃଷ୍ଣ ପଟ୍ଟନାୟକଙ୍କୁ ପଚାରିବାରୁ କୁମ୍ଭୀରର ଗତିବିଧି ଉପରେ ନଜର ରଖିବା ସହିତ ତାକୁ ସୁରକ୍ଷିତ ସ୍ଥାନରେ ନେଇ ଛଡାଯିବ ବୋଲି କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?