ପୁରୀ ମୁଖ୍ୟ କେନାଲରେ କୁମ୍ଭୀର

ଫୁଲନଖରା,୩।୩(ଡି.ଏନ.ଏ.): କଟକ ସଦର ଥାନା ଅନ୍ତର୍ଗତ ପୁରୀ ମୁଖ୍ୟ କେନାଲର ନୂଆଗଡଠାରେ ବୁଧବାର ଏକ ଥଣ୍ଟିଆ କୁମ୍ଭୀର ଦେଖିବାକୁ ମିଳିଥିଲା। ଉକ୍ତ କୁମ୍ଭୀର ସାତକୋଶିଆ ଗଣ୍ଡରୁ ମହାନଦୀର ନରାଜ ଦେଇ ପୁରୀ ମୁଖ୍ୟ କେନାଲରେ ପ୍ରବେଶ କରିଥିବା ଜଣାପଡିଛି। ଏହି କୁମ୍ଭୀର ପିଠିରେ ବନ ବିଭାଗ ପକ୍ଷରୁ ଜିପିଏସ୍‌ ସିଷ୍ଟମ ଖଞ୍ଜାଯାଇ ଗତିବିଧି ଉପରେ ନଜର ରଖାଯାଇଛି। ବୁଧବାର ନରାଜଠାରେ ଗେଟ୍‌ ବନ୍ଦ କରି ମୁଖ୍ୟ କେନାଲରୁ ଜଳ ନିଷ୍କାସନ କରାଯାଉଛି। ଗୁରୁବାର ସୁଦ୍ଧା କୁମ୍ଭୀରକୁ ଉଦ୍ଧାର କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri