କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର ୪ର୍ଥ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି। ଏ ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ଅଫରର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଗ୍ରାହକମାନେ ପ୍ରାୟ ୪୦୦୦ ଟଙ୍କାର କିଣାକିଣି ଉପରେ ୫୦୦ଟଙ୍କାର କ୍ୟାଶ୍‌ବ୍ୟାକ୍‌ ପାଇବେ। ସେହିଭଳି ଗ୍ରାହକମାନେ ପ୍ରାୟ ୭୦୦୦ ଟଙ୍କାର କିଣାକିଣି ଉପରେ ୧୦୦୦ଟଙ୍କାର କ୍ୟାଶ୍‌ବ୍ୟାକ୍‌ ଏବଂ ୧୨,୦୦୦ ଟଙ୍କାର କିଣାକିଣି ଉପରେ ୨୦୦୦ ଟଙ୍କାର କ୍ୟାଶ୍‌ବ୍ୟାକ୍‌ ଦିଆଯାଉଛି। ଏପରିକି ୧୫,୦୦୦ ଟଙ୍କାର କିଣାକିଣି ଉପରେ ଗ୍ରାହକ ୩୦୦୦ ଟଙ୍କାର କ୍ୟାଶ୍‌ବ୍ୟାକ୍‌ ପାଇବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଷ୍ଟୋରର ପ୍ରୋପ୍ରାଇଟର ଜ୍ୟୋତି ମହାନ୍ତି କହିଥିଲେ, ଆମେ ଆମ ଷ୍ଟୋରର ୪ର୍ଥ ପୂର୍ତ୍ତି ଉତ୍ସବ ପାଳନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଉପଲକ୍ଷେ ଆକର୍ଷଣୀୟ କ୍ୟାଶ୍‌ବ୍ୟାକ୍‌ ଅଫର ଘୋଷଣାକରି ଗ୍ରାହକଙ୍କ ଖୁସିରେ ସାମିଲ ହେବାକୁ ପ୍ରୟାସ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri