ଭୁବନେଶ୍ୱର,୨୮।୧୧: କ୍ରମ୍ପଟନ୍ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଲାଇଟ ‘ଡେକୋ ବାଟନ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଉତ୍ପାଦର ଗୁଣାତ୍ମକତା ଓ ବିଶ୍ୱାସରେ ବ୍ରାଣ୍ଡ୍ର ପ୍ରତିବଦ୍ଧତା ରହିଛି। ଏପରିକି ନୂତନ କ୍ରମ୍ପଟନ୍ ଡେକୋ ବାଟନ ଲାଇଟର ‘ଆଳଙ୍କାରିକ ଆଲୋକୀକରଣ’ କରୁଥିବା ଶୈଳୀ, ଡିଜାଇନ ଓ ଉଚ୍ଚତର କାର୍ଯ୍ୟଦକ୍ଷତା ସହିତ ଗ୍ରାହକଙ୍କର ସାଜସଜ୍ଜାର ଦୃଷ୍ଟି ଆକର୍ଷଣ କରୁଥିବା ଏକ ବାତାବରଣ ସୃଷ୍ଟିର ମିଶ୍ରଣ ଗ୍ରାହକଙ୍କର ବାସସ୍ଥାନରେ ଆମୂଳଚୂଳ ପରିବର୍ତ୍ତନ କରିବା ପାଇଁ ଏହା ପ୍ରସ୍ତୁତ ହୋଇଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ କ୍ରମ୍ପଟନ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡର ଉପାଧ୍ୟକ୍ଷ ତଥା ବ୍ୟବସାୟ ମୁଖ୍ୟ (ଆଲୋକୀକରଣ) ଶାଲୀନ ନାୟକ କହିଥିଲେ, ଘରର ଆଧୁନିକୀକରଣ କ୍ଷେତ୍ରରେ ଆଲୋକୀକରଣ ଏକ ଅଭିନ୍ନ ଅଙ୍ଗ ହୋଇଯାଇଛି, ଏହା ନା କେବଳ କିଛି ସ୍ଥାନକୁ ଆଲୋକିତ କରିବା ପାଇଁ ନୁହେଁ ବରଂ ବ୍ୟକ୍ତିଗତ ଶୈଳୀ ଓ ସାମଗ୍ରିକ ଉନ୍ନତ ସାଜସଜ୍ଜାକୁ ପ୍ରତିଫଳିତ କରୁଥିବା ଏକ ମନୋଦଶା ମଧ୍ୟ ସୃଷ୍ଟି କରିଥାଏ।
୧୭ ଯାଏ ବର୍ଷା
ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…
ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍ମାର ଦେଇ ଅଣାଯାଇଥିଲା
ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫକୁ…
ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ
ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…
ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…
ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…
ବାଇକ୍କୁ ପିଟିଲା ବାଇକ୍: ୨ ଛାତ୍ରଙ୍କ ସମେତ ୪ ଗୁରୁତର
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…
ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…
ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ
ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

