କ୍ରମ୍ପ୍‌ଟନର ସ୍ମାର୍ଟ ଷ୍ଟୋରେଜ୍‌ ୱାଟର ହିଟର ଉନ୍ମୋଚିତ

ନୂଆଦିଲ୍ଲୀ,୨୨।୮: ଦେଶର ପ୍ରମୁଖ ବୈଦ୍ୟୁତିକ ସାମଗ୍ରୀ ଉତ୍ପାଦକ କମ୍ପାନୀ କ୍ରମ୍ପ୍‌ଟନ ଗ୍ରୀଭ୍‌ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମତ ସ୍ମାର୍ଟ ଷ୍ଟୋରେଜ୍‌ ୱାଟର ହିଟରର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଶୀତର ଆଗମନ ଏବଂ ତାପମାତ୍ରାର ହ୍ରାସ ସହ ୱାଟର ହିଟର’ର ଆରାମଦାୟକ ଗରମ ସାୱାର ଏବେ ଅନ୍ୟତମ ଆବଶ୍ୟକତାରେ ପରିଣତ ହୋଇଯାଇଛି। ସ୍ବାସ୍ଥ୍ୟ ଏବଂ ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବା ସହ ଦିନସାରା ଆପଣଙ୍କୁ ଶକ୍ତି ଯୋଗାଇବାରେ କିମ୍ବା ଦିନର ଶେଷରେ ପରଫେକ୍ଟ ହଟୱାଟର ସହ ଆରାମ କରିବାଠୁ ଅନ୍ୟ କୌଣସି ଭଲ ପ୍ରତିକାର ନାହିଁ।

୮୦ବର୍ଷରୁ ଅଧିକ ଉନ୍ନତ କାର୍ଯ୍ୟଦକ୍ଷତା ଆଣିବା ଏବଂ ନିଜର ଗ୍ରାହକଙ୍କ ପାଇଁ ଏହାର ସ୍ମାର୍ଟ ଉଦ୍ଭାବନକୁ ବୃଦ୍ଧି କରି କ୍ରମ୍ପ୍‌ଟନ ଗ୍ରୀଭ୍‌ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ ଏହାର ସ୍ମାର୍ଟ ଷ୍ଟୋରେଜ ୱାଟରହିଟର ଶୃଙ୍ଖଳା ସେଲେରିୟମ କ୍ୟୁବ୍‌ ଆଇଓଟି ଏବଂ ସେଲେରିୟମ କେୟାରକୁ ନିକଟରେ ବଜାର ପ୍ରବେଶ କରାଇଛି।

ସେମାନଙ୍କର ଉଚ୍ଚ ମାନ୍ୟତା ଏବଂ ପ୍ରଶଂସନୀୟ ସେଲେରିୟମ ପରିସରରୁ ନୂତନ ଉନ୍ନତ ୱାଟରହିଟର ଆପଣଙ୍କ ଆଙ୍ଗୁଠିରେ ସୁବିଧା ପ୍ରଦାନ କରିବାକୁ ବିଭିନ୍ନ ପ୍ରକାରର ଅଭିନବ ବୈଶିଷ୍ଟ୍ୟ ସହ ଏକ ଶୈଳୀର ସ୍ପର୍ଶ ସହିତ ସ୍ମାର୍ଟପଣ ଆଣିଥାଏ।
ଏ ସମ୍ପର୍କରେ କ୍ରମ୍ପ୍‌ଟନ ଗ୍ରୀଭ୍‌ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡର ଉପାଧ୍ୟକ୍ଷ, (ଉପକରଣ ବ୍ୟବସାୟ) ସଚିନ ଫର୍ଟିୟାଲ କହିଛନ୍ତି, ୱାଟରହିଟର ପ୍ରତ୍ୟେକ ଘରେ ଏକ ଅତ୍ୟାବଶ୍ୟକ ଉପକରଣ।


Enter your email to get our daily news in your inbox.

All Right Reserved By Dharitri.Com

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri