ଫସଲ ନଷ୍ଟ, ଚାଷୀ ଅସନ୍ତୁଷ୍ଟ

ଲୋଇସିଂହା,୯ା୧(ସୁଶାନ୍ତ ବାରିକ):ଖରିଫ ଚାଷ ପାଇଁ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପରୁ ଭୂତଳ ଜଳସେଚନ ପ୍ରକଳ୍ପ କାମ ବନ୍ଦ ରହିଥିଲା। ଠିକା ସଂସ୍ଥା ପକ୍ଷରୁ ପୁଣି କାମ ଆରମ୍ଭ ହୋଇଛି। ହେଲେ ବିନା ସୂଚନାରେ କାମ କରାଯାଉଥିବାରୁ ଜମିରେ ଚାଷ ହୋଇଥିବା ରବି ଚାଷ ଯଥା- ସୋରିଷ, ଡାଲି ଜାତୀୟ ଫସଲ ନଷ୍ଟ ହେଉଛି। ଏହାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ଲୋଇସିଂହା ବ୍ଲକ୍‌ ଅଧୀନ ବୁର୍ଡା ପଞ୍ଚାୟତ ବାଞ୍ଜିପାଲି ଗ୍ରାମର ଚାଷଜମିକୁ ପ୍ରକଳ୍ପରୁ ଜଳସେଚନ ପାଇଁ ଭୂତଳ ପାଇପ ବିଛାଇବା ପାଇଁ କାମ ତ୍ୱରାନ୍ବିତ କରାଯାଇଛି। ଜେସିବି ସାହାଯ୍ୟରେ ଏହି ପ୍ରକଳ୍ପ କାମ କରାଯାଉଛି। ତେବେ ଖରିଫ ଧାନ ଫସଲ ଅମଳ ପରେ ଚାଷୀମାନେ ଚାଷ ଜମିରେ ତୈଳବିଜ ଓ ଡାଲିଜାତୀୟ ଫସଲ କରିଛନ୍ତି। ଭୂତଳ ପ୍ରକଳ୍ପ କାମ ପାଇଁ ଜମିଗୁଡିକରେ ଜେସିବି ଯିବାଆସିବା କରୁଥିବାରୁ ଚାଷ ହୋଇଥିବା ଫସଲ ନଷ୍ଟ ହେଉଥିବା ଅଭିଯୋଗ ହେଉଛି ା ବାଞ୍ଜିପାଲି ଗ୍ରାମର ଯଜ୍ଞକୁମର ସାହୁଙ୍କ ଜମିରେ ଚାଷ ହୋଇଥିବା ସୋରିଷ, ଡାଲି ଓ ଚଣା କିଆରି ନଷ୍ଟ ହୋଇଥିବା ସେ ଅଭିଯୋଗ କରିଛନ୍ତି। ଏଭଳି ଭାବେ ଅନେକଙ୍କ ଜମି ନଷ୍ଟ ହୋଇଛି। ପ୍ରକଳ୍ପ କିମ୍ବା ଠିକା ସଂସ୍ଥା ପକ୍ଷରୁ ଚାଷୀଙ୍କୁ ଅବଗତ କରା ନ ଯାଇ ପ୍ରକଳ୍ପ କାମ ତ୍ୱରାନ୍ବିତ କରାଯାଉଥିବାରୁ କ୍ଷତିଗ୍ରସ୍ତ ଚାଷୀମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ସଫାରେ ଛାତ୍ରୀଛାତ୍ରଙ୍କୁ ନିୟୋଜନ ଅଭିଯୋଗ : ସେବାଶ୍ରମ ସ୍କୁଲ ଘେରିଲେ ଅଭିଭାବକ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା...

ଜିଲାସ୍ତରୀୟ ନୌକା-ତୀର ଚାଳନା ପ୍ରତିଯୋଗିତାରେ ବ୍ୟାପକ ଅବ୍ୟବସ୍ଥା: ମଞ୍ଚ ତ୍ୟାଗ କଲେ ଜନପ୍ରତିନିଧି, ପ୍ରଶାସନିକ ଏକଚାଟିଆ… 

ଥୁଆମୂଳ ରାମପୁର,୯।୧ (ଦୁର୍ଗା କୀର୍ତ୍ତି): ପ୍ରଶାସନିକ ଅବ୍ୟବସ୍ଥା ଓ ଜନପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ ମଧ୍ୟରେ ଥୁଆମୂଳ ରାମପୁରଠାରେ ଆୟୋଜିତ ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା...

ଇପିଏଫ୍‌ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଦାବିପତ୍ର

ନୂଆପଡ଼ା, ୯।୧ (ମକାରୁ ବେମାଲ): ନୂଆପଡ଼ା ଜିଲା ଇପିଏଫ୍‌ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ...

ବେଆଇନ ଭାବେ ବିକୁଥିଲେ ମଦ: ଅଚାନକ ଚଢ଼ାଉ କରି ଜଣଙ୍କୁ ବାନ୍ଧିବା ସହ ବିପୁଳ…

ଛତ୍ରପୁର,୯।୧( ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧିନରେ କିଛି ଦିନ ହେଲା ବେଆଇନ ମଦ କାରବାର ହେଉଥିବା ନେଇ ଅଭିଯୋଗ ହେଉଥିଲା...

ଅତର ଭାଟିରୁ ଚୋରି, ୫ଜଣଙ୍କୁ ବାନ୍ଧି କୋର୍ଟ ଚାଲାଣ କଲା…

ଛତ୍ରପୁର,୯ା୧(ଦିଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଅଞ୍ଚଳର ଏକ ଅତର ଭାଟିରୁ ଚୋରି ଅଭିଯୋଗରେ ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ...

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ...

ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍‌; ୩ ଦୁର୍ଘଟଣାରେ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri