ବାର୍‌ହା ଉପଦ୍ରବ: ଫସଲ ନଷ୍ଟ

ହିଞ୍ଜିଳିକାଟୁ,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଓ ହିଞ୍ଜିଳି ରାଜସ୍ବ ଗ୍ରାମରେ ଗତ କିଛି ଦିନ ଧରି ବାର୍‌ହା ଉପଦ୍ରବ ଯୋଗୁଁ ବହୁ ଚାଷୀ ଙ୍କ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ବାର୍‌ହା ପଲ ଧାନ ଫସଲ ସହ ପରିବା ବାଡ଼ରେ ପଶି ବ୍ୟାପକ ନଷ୍ଟ କରୁଛନ୍ତି। ଶନିବାର ଭୋର୍‌ରେ ଆଙ୍କୋରଡା ଅଞ୍ଚଳରେ ପ୍ରାୟ ୫ ଏକର ଜମିର ଫସଲ ବାର୍‌ହା ପଲ ନଷ୍ଟ କରିଥିବା ପୂର୍ବତନ କାଉନସିଲର ଯୁଧିଷ୍ଠିର ସ୍ବାଇଁ, ଯୋଗୀ ବେହେରା ପ୍ରମୁଖ କହିଛନ୍ତି। ଜଙ୍ଗଲ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri