Posted inଜାତୀୟ

ସୀମା ପାର୍‌ ଷଡ଼ଯନ୍ତ୍ର, ୭ ରାଜ୍ୟ ବାଟେ ଦିଲ୍ଲୀକୁ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ…

ନୂଆଦିଲ୍ଲୀ,୨୮।୨ : ଭାରତର ସୀମା ଆରପାରିରୁ କିଛି ସଂଗଠନ ଗ୍ୟାଙ୍ଗଷ୍ଟରଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ନିୟୋଜିତ ଅଛନ୍ତି। ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏନେଇ ପ୍ରକାଶ ପାଇଛି। ଏଭଳି ଲୋକଙ୍କ ଉପରେ ନଜର ରଖିବାକୁ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦିଲ୍ଲୀ-ଏନସିଆର ଏବଂ ପଞ୍ଜାବର ଗ୍ୟାଙ୍ଗଷ୍ଟରଙ୍କ ନେଟୱାର୍କକୁ ସୀମା ପାର୍‌ରୁ ଚୋରା ଚାଲାଣକାରୀ ଅସ୍ତ୍ରଶସ୍ତ୍ର ଯୋଗାଇ ଦେଇ ଦେଶରେ ଅଶାନ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏଭଳି ଷଡ଼ଯନ୍ତ୍ର ରଚାଯାଇଛି।

ଅସ୍ତ୍ରଶସ୍ତ୍ର ଯୋଗାଣକାରୀମାନେ ଗ୍ୟାଙ୍ଗଷ୍ଟରଙ୍କ ନିକଟରେ ପହଞ୍ଚିବା ପାଇଁ ଡ୍ରଗ ଯୋଗାଣକାରୀଙ୍କ ସାହାଯ୍ୟ ନେଉଛନ୍ତି। ନାର୍କୋ ଆତଙ୍କବାଦ ଦିଗରେ କାର୍ଯ୍ୟ କରୁଥିବା ଏଜେନ୍ସିମାନେ କ୍ରମାଗତ ଭାବରେ ବିଦେଶରୁ ଡ୍ରଗ୍ସ ଯୋଗାଉଥିବା ଲୋକଙ୍କୁ ଗିରଫ କରୁଛନ୍ତି।

ଏହି ସମୟରେ ଚୋରା ଚାଲାଣକାରୀଙ୍କଠାରୁ କିଛି ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଥିଲା। ଏହା ପରେ ଗୁପ୍ତଚର ବିଭାଗ ସନ୍ଦିଗ୍ଧମାନଙ୍କ ବିଷୟରେ ସୂଚନା ସଂଗ୍ରହ କରିବା ଆରମ୍ଭ କରିଥିଲା। ଜଣାପଡିଥିଲା ଯେ ଆତଙ୍କବାଦୀ ସଂଗଠନର ସ୍ଲିପର ସେଲ୍‌କୁ ସୀମା ଆରପାର୍ଶ୍ୱରୁ ଏସବୁ ଯୋଗାଇ ଦିଆଯାଉଥିଲା। ଏହି କାର୍ଯ୍ୟରେ ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ମଧ୍ୟ ଆବଶ୍ୟକ ସହାୟତା ଯୋଗାଇ ଦେଉଛି।

ସେମାନଙ୍କ ନେଟୱାକ ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ବିହାର ଏବଂ ଝାଡଖଣ୍ଡ ଆଦି ୭ ରାଜ୍ୟ ବାଟେ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବି ଥିବା ଜଣାପଡିଛି। ଅସ୍ତ୍ରଶସ୍ତ୍ର ଚୋରାଚାଲାଣରେ ସୋସିଆଲ ମିଡିଆର ମଧ୍ୟ ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?