ଭୁବନେଶ୍ୱର,୫।୧୨: ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ କ୍ରସ୍ ଲିମିଟେଡ୍ ପକ୍ଷରୁ ଡ୍ରାଫ୍ଟ ରେଡ୍ ହେରିଂ ପ୍ରସ୍ପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ବିଶେଷକରି ଇନିସିଆଲ ପବ୍ଲିକ୍ ଅଫର (ଆଇପିଓ) ଜରିଆରେ କମ୍ପାନୀ ପାଣ୍ଠି ଉଠାଣ ଲାଗି ସେବି ନିକଟରେ ଡିଆର୍ଏଚ୍ପି ଦାଖଲ କରିଛି। ଏପରିକି କମ୍ପାନୀ ଆଇପିଓ ଜରିଆରେ ୫୦୦ କୋଟି ଟଙ୍କା ହାସଲ କରିବ। ସେଥିରେ ୨୫୦ କୋଟି ଟଙ୍କାର ନୂଆ ଶେୟାର ଜାରି କରାଯିବ ଏବଂ ଅଫର ଫର ସେଲ୍ରେ ପ୍ରତିଷ୍ଠାତାମାନେ ୨୫୦ କୋଟି ଟଙ୍କାର ଶେୟାର ବିକ୍ରି କରିବେ। ଅଫର ଫର୍ ସେଲ୍ରେ ସୁଧୀର ରାଏ ୧୬୮ କୋଟି ଟଙ୍କା ଏବଂ ଅନୀତା ରାଏ ୮୨ କୋଟି ଟଙ୍କାର ଶେୟାର ବିକ୍ରି କରିବେ। ପ୍ରାକ୍-ଆଇପିଓ ପ୍ଲେସ୍ମେଣ୍ଟରେ କମ୍ପାନୀ ୫୦ କୋଟି ଟଙ୍କାର ପ୍ରତିଭୂତି ଉପସ୍ଥାପନ କରିବ।
୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…
ଏଣିକି ନିଜ ଲଢ଼େଇ ନିଜର
ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…
ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ
ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…
ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…
ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…
‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ…
ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ…
ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର
ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…
ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…
ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…
ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…
ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…
Archives

