Odisha Elections 2024

କ୍ରସ୍‌ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ଭୁବନେଶ୍ୱର,୫।୧୨: ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ କ୍ରସ୍‌ ଲିମିଟେଡ୍‌ ପକ୍ଷରୁ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ବିଶେଷକରି ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ କମ୍ପାନୀ ପାଣ୍ଠି ଉଠାଣ ଲାଗି ସେବି ନିକଟରେ ଡିଆର୍‌ଏଚ୍‌ପି ଦାଖଲ କରିଛି। ଏପରିକି କମ୍ପାନୀ ଆଇପିଓ ଜରିଆରେ ୫୦୦ କୋଟି ଟଙ୍କା ହାସଲ କରିବ। ସେଥିରେ ୨୫୦ କୋଟି ଟଙ୍କାର ନୂଆ ଶେୟାର ଜାରି କରାଯିବ ଏବଂ ଅଫର ଫର ସେଲ୍‌ରେ ପ୍ରତିଷ୍ଠାତାମାନେ ୨୫୦ କୋଟି ଟଙ୍କାର ଶେୟାର ବିକ୍ରି କରିବେ। ଅଫର ଫର୍‌ ସେଲ୍‌ରେ ସୁଧୀର ରାଏ ୧୬୮ କୋଟି ଟଙ୍କା ଏବଂ ଅନୀତା ରାଏ ୮୨ କୋଟି ଟଙ୍କାର ଶେୟାର ବିକ୍ରି କରିବେ। ପ୍ରାକ୍‌-ଆଇପିଓ ପ୍ଲେସ୍‌ମେଣ୍ଟରେ କମ୍ପାନୀ ୫୦ କୋଟି ଟଙ୍କାର ପ୍ରତିଭୂତି ଉପସ୍ଥାପନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୪୩,୦୦୦କୋଟି ନିବେଶକରିବ ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୦।୫ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ୨୦୨୪-୨୫ ଆର୍ଥକ ବର୍ଷରେ ପ୍ରାୟ ୪୩,୦୦୦...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri