ଭରା ନଈ ପାର ହେଲେ ପ୍ରସୂତି

କେନ୍ଦୁଝର,୧୭ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଦୁର୍ଗମ ତାଳପଦା ପଞ୍ଚାୟତ ଅନ୍ତର୍ଗତ ତାଳପଦା ମୁଣ୍ଡା ସାହିର ଜଣେ ପ୍ରସୂତିଙ୍କୁ ସମାକୋଇ ନଦୀରେ ପାର କରାଇଛନ୍ତି ତେଲକୋଇ ଦମକଳ ବାହିନୀ କର୍ମଚାରୀ। ଶନିବାର ଗ୍ରାମର କୁମର ମହାରଣାଙ୍କ ସ୍ତ୍ରୀ ବାସନ୍ତୀ  ଗର୍ଭ ଯନ୍ତ୍ରଣା ଅନୁଭବ କରିଥିଲେ। ତେବେ ଲଗାଣ ବର୍ଷା ତଥା ସମାକୋଇ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଡାକ୍ତରଖାନା ଆସିବା ସମ୍ଭବ ହୋଇ ନ ଥିଲା। ଫଳରେ ରାତିରେ ସେ ଏକ ମୃତ ଶିଶୁକୁ ଜନ୍ମ ଦେଇଥିଲେ। ପରେ ସ୍ବାସ୍ଥ୍ୟରେ ଅବନତି ହେବାରୁ ରବିବାର ତେଲକୋଇ ଦମକଳବାହିନୀକୁ ଖବର ଦେଇଥିଲେ। ଆଜି ଖବର ପାଇ ଦମକଳ ବାହିନୀ କର୍ମଚାରୀ ରଶି ବାନ୍ଧି ଉଦ୍ଧାର କରିଛନ୍ତି। ଏକ ଘରୋଇ ଗାଡ଼ିରେ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସୂଚନାଯୋଗ୍ୟ, ମୁଣ୍ଡା ସାହିକୁ ସବୁଦିନିଆ ରାସ୍ତା ନାହିଁ କି ସମାକୋଇ ନଦୀରେ ପୋଲ ନ ଥିବାରୁ ୪ ମାସ ଜଳବନ୍ଦୀ ଜୀବନ ବିତାଉଛନ୍ତି ସାହିବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri