Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

Featured Video Play Icon

ପୁରୀ,୧୬।୨: ଶୁକ୍ରବାର ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ଚନ୍ଦ୍ରଭାଗାରେ ଆରମ୍ଭ ହୋଇଛି ଶ୍ରଦ୍ଧାଳୁଙ୍କ ବୁଡ। ସୂର୍ଯ୍ୟ ପୂଜାକୁ ଆଧାର କରି ଚନ୍ଦ୍ରଭାଗା ତୀର୍ଥରେ ଏହି ବୁଡ ଅନୁଷ୍ଟିତ ହେଉଛି।

ପୈରାଣୀକ ମତାନୁସାରେ ଏହି ପବିତ୍ର ଦିନଟି ହେଉଛି ସୂର୍ଯ୍ୟ ଭଗବାନ ବା ମିତ୍ରାଦିତ୍ୟଙ୍କ ଜନ୍ମ ଦିନ। ସେହି ଦିନରେ କୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶ୍ରାପ ଜନିତ ରୋଗରୁ ମୁକ୍ତ ହୋଇଥିଲେ। ଏହି ଦିନରେ ଲାଙ୍ଗୁଳା ନରସିଂହଦେବ ସୂର୍ଯ୍ୟ ମନ୍ଦିର ପ୍ରତିଷ୍ଠା କରିଥିଲେ। ତେଣୁ ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାଲମ୍ବୀମାନେ ଏହି ପବିତ୍ର ଦିନରେ ଏହି ତୀର୍ଥରେ ବୁଡ ପକାଇ ସୂର୍ଯ୍ୟଦୋୟ ଦର୍ଶନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ...

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି...

KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ

କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ...

ବ୍ୟବସାୟୀଙ୍କୁ ଜିଏସ୍‌ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି

ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ...

୧୦୧ ଅଭିଯୋଗ ଶୁଣିଲେ ଏଡିଏମ୍‌

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲାପାଳ ପ୍ରମୋଦ ପୃଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ ଦେ, ଉପଜିଲାପାଳ ଉମାଶଙ୍କର ବେହେରା ସୋମବାର ଭଞ୍ଜନଗର ଠାରେ...

ଜିଲାପାଳଙ୍କ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ

ନୂଆପଡ଼ା,୧୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ବିଜ୍ଞାପିତ ଅଞ୍ଚଳ ପରିଷଦ ଖରିଆର ରୋଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି।...

ଜାଣନ୍ତୁ କିଏ ହେଲେ ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ ସଭାପତି

କର୍ଲାମୁଣ୍ଡା,୧୭ା୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସଦର ରତନ ଭୋଇ ହାଇସ୍କୁଲଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, ହରିପୁର ରୋଡ୍‌ କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri