Posted inଫୁରସତ

କାଉର ଏପରି ନାଚ ଦେଖିଲେ, ଅଟକିଯିବେ ଘଡ଼ିଏ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ମଧ୍ୟ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କାଉକୁ ଉଚ୍ଚ ପାଚେରି ଉପରେ ନାଚୁଥିବା ଦେଖିବାକୁ ମିଳିଛି। କାଉଟି ଗୋଡ଼କୁ ଏପଟ ସେପଟ ପକାଇ ନାଚୁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଆଇ ଆମ ଲିମିଟେଡ ଏଡିଶନ ଉଇଥ୍‌ ଆନ ଆଟିଚୁଡ।’ ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ସ୍ବାଧୀନତାର ପ୍ରତିଫଳନ

ମଣିଷ ସଭ୍ୟ ଭାବେ ସମାଜରେ ବାସ କରିବା ପରେ ଏକ ସୁସ୍ଥ ସାମାଜିକ ପରମ୍ପରା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲା। ପରବର୍ତ୍ତୀ ସମୟରେ ଏହା ପ୍ରାଚୀନ...

ଜ୍ୱାଇଁଙ୍କୁ କାନ୍ଧରେ ବସାଇ ଗାଁ ସାରା ବୁଲାଇଲେ ଶାଶୁ; କାରଣ ଜାଣିଲେ…

ପ୍ରତ୍ୟେହ ସୋସିଆଲ ମିଡିଆରେ ହଜାର ହଜାର ସଂଖ୍ୟାରେ ଭିଡିଓ ଶେୟାର କରାଯାଇଥାଏ। ସେଥିରୁ କିଛି ବେଶ ମଜାଦାର ହୋଇଥିବା ଯୋଗୁ ଲୋକଙ୍କୁ ପସନ୍ଦ ଆସିଥାଏ। ସେଭଳି...

ଏହି ଫୁଲକୁ ଭାରତରେ ପ୍ରତିଦିନ ପସନ୍ଦ କରୁଛନ୍ତି ୯୦ ଲକ୍ଷରୁ ଅଧିକ ଲୋକ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା

ଏମିତି ଏକ ଫୁଲ ଅଛି, ଯାହାକୁ ଲୋକେ ଆଜିକାଲି ବହୁତ ପସନ୍ଦ କରୁଛନ୍ତି। ବିଶେଷକରି ଭାରତରେ ଏହି ଫୁଲକୁ ପ୍ରତିଦିନ ପ୍ରାୟ ୯୦ ଲକ୍ଷ ଲୋକ...

୭ ବର୍ଷ ବାଳକଙ୍କ ପେଣ୍ଟିଂର ଦାମ୍‌ ୮ ଲକ୍ଷ

ବର୍ଲିନ: ଜର୍ମାନୀର ଜଣେ ୭ ବର୍ଷର ବାଳକ କରିଥିବା ପେଣ୍ଟିଂ ୮ ଲକ୍ଷରେ ବିକ୍ରି ହୋଇଛି। ଏହାକୁ କିଣିବା ପାଇଁ ସମଗ୍ର ବିଶ୍ୱରୁ ଲୋକେ ବର୍ଲିନ୍‌ରେ...

ଟଙ୍କା-ମୋବାଇଲ ସ୍କ୍ରିନ୍‌ରେ ୨୮ ଦିନ ଜୀବିତ ରୁହେ କରୋନା ଭୂତାଣୁ

ସିଡ୍‌ନୀ, ୧୨।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମିତଙ୍କଠାରୁ ଭିନ୍ନ ଭିିନ୍ନ ମାଧ୍ୟମରେ କରୋନା ଭୂତାଣୁ ସୁସ୍ଥ ଲୋକଙ୍କ ପାଖକୁ ଆସିଥାଏ।...

ଆର୍କଟିକରେ କୁଢ଼ କୁଢ଼ ପ୍ଲାଷ୍ଟିକ ବର୍ଜ୍ୟ, ପୃଥିବୀ ପାଇଁ ବିପଦ ମାଡ଼ି ଆସୁଛି…

ଓ୍ବାଶିଂଟନ/ବର୍ଲିନ, ୬।୪ : ପୃଥିବୀର ସବୁଠାରୁ ଜନଶୂନ୍ୟ ଏବଂ ବରଫ ଅଞ୍ଚଳ ମଧ୍ୟରୁ ଆର୍କଟିକ ଅନ୍ୟତମ। ମାତ୍ର ସେଠାରେ ଏବେ ପୃଥିବୀର ଅନ୍ୟ ଅଞ୍ଚଳ ଭଳି...

ଟ୍ରଲିରେ ବସି କରୋନା ରୋଗୀଙ୍କ ଚିକିତ୍ସା କରିବାକୁ ହସ୍ପିଟାଲ ଗଲେ ଡାକ୍ତର: ଫଟୋ ଭାଇରାଲ

ପାଟନା,୧୬।୭: କରୋନା ସଂକ୍ରମଣ ସମସ୍ତଙ୍କ ମୁଣ୍ଡ ବିଗାଡି ଥିବା ବେଳେ ଏବେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ଡାକ୍ତର ମଧ୍ୟ ବେଳେ ବେଳେ ପ୍ରତିକୂଳ...

ଭଲ ନିଦ ଆଣିବ ସ୍ମାର୍ଟ ପାଇଜାମା

ୟୁନିଭର୍ସିଟି ଅଫ୍‌ ମାସାଚ୍ୟୁସେଟସ୍‌ର ଗବେଷକ ତ୍ରିଶା ଆଣ୍ଡ୍ର୍ୟୁ ଓ ତାଙ୍କ ସାଥୀ ଗବେଷକମାନେ ସ୍ମାର୍ଟ ପାଇଜାମା ଓ ସାର୍ଟ ପ୍ରସ୍ତୁତ କରିଛନ୍ତି ଯେଉଁଥିରେ ସ୍ବୟଂ ଚାଳିତ...

Advertisement
Archives

Model This Week