ଡଡୁବାଡା ଲଭର୍ସ ପଏଣ୍ଟରେ ଜମୁଛି ଭିଡ଼, ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ସେଥିରୁ ବଣଭୋଜି କରି ମଜା ନେବା ସହ ସୌନ୍ଦର୍ଯ୍ୟର ଅପରୂପ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ। ଏଭଳି ଏକ ପର୍ଯ୍ୟଟନ କ୍ଷେତ୍ର ହେଉଛି ଡଡୁବାଡା ଲଭର୍ସ ପଏଣ୍ଟ। ପ୍ରକୃତିକୁ ଭଲ ପାଉଥିବା ଏହି ସ୍ଥାନଟି ଦୁଇ ପାଖରେ ପାହାଡ଼ ସହ ବିସ୍ତୀର୍ଣ୍ଣ ପଥରର ପଡ଼ିଆ ସହ ବହିଯାଉଛି ଟୀକାପାଟା ନଦୀ। ଆଉ ବହିଯାଉଥିବା ନଦୀ ପଥରର ବିଭିନ୍ନ ଖଣ୍ଡ ବିଖଣ୍ଡିତ ପଥର ଉପର ଦେଇ ଜଳ ବହୁଥିବାବେଳେ ସୃଷ୍ଟି ହୋଇଛି ଏକାଧିକ ଜଳ ପ୍ରପାତ ଆଉ ଗଣ୍ଡ ଏବଂ ଖସଡ଼ା। ଯାହାକୁ ଦେଖି ପର୍ଯ୍ୟଟକ ହୋଇଯାଉଛନ୍ତି ଆତ୍ମବିଭୋର। ଆଉ ଘଣ୍ଟା ଘଣ୍ଟା ଧରି ପର୍ଯ୍ୟଟକଙ୍କ ନଜର ସେହି ସୌନ୍ଦର୍ଯ୍ୟମୟ ଶାନ୍ତ ପରିବେଶ ଉପରେ ରହୁଛି। ପରିବାର ନେଇ ଆସୁଥିବା ପର୍ଯ୍ୟଟକ ହୁଅନ୍ତୁ କିମ୍ବା ସାଙ୍ଗସାଥୀ ଏବଂ ବରିଷ୍ଠ ନାଗରିକ ସମସ୍ତ ବର୍ଗଙ୍କ ପାଇଁ ଏହି ପର୍ଯ୍ୟଟନ କ୍ଷେତ୍ର ଲଭର୍ସ ପଏଣ୍ଟଟି ଉପଯୁକ୍ତ କ୍ଷେତ୍ର ଭାବେ ରହିଛି। ବଣଭୋଜି କରିବା ସହ ବିଭିନ୍ନ ପ୍ରକାର ଖେଳ କୁଦ, କ୍ରିୟା କଳାପ ପାଇଁ ମଧ୍ୟ ସ୍ଥାନଟି ଉପଯୁକ୍ତ କ୍ଷେତ୍ର ଭାବେ ରହିଛି। ସେହିପରି ସରକାରୀ ହେଉ କି ବେସରକାରୀ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଉକ୍ତ ଲଭର୍ସ ପଏଣ୍ଟରେ ବିଭିନ୍ନ ବୈଠକ ସହ ଭୋଜିଭାତର ଆସର ଜମୁଛି। ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବା ସହ ନିଶ୍ଚିତ ଏହି ଲଭର୍ସ ପଏଣ୍ଟ ବୁଲୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri