ପ୍ରଥମଥର ମାଓବାଦୀ ପ୍ରବଣ ଅଞ୍ଚଳରେ ମତଦାନ ପାଇଁ ପ୍ରବଳ ଭିଡ଼

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ପୂର୍ବରୁ ଥିବା ବିଚ୍ଛିନ୍ନାଞ୍ଚଳ ଯନ୍ତ୍ରୀ, ଜୋଡ଼ାମ୍ବ ପଞ୍ଚାୟତ ଅଞ୍ଚଳରେ ଭୋଟରମାନେ ପୂର୍ବରୁ ମାଓବାଦୀଙ୍କ ଭୟରେ ଭୋଟ୍‌ ଦାନ କେନ୍ଦ୍ରକୁ ଆସୁ ନ ଥିଲେ ବିଚ୍ଛିନାଞ୍ଚଳରୁ ସ୍ବାଭିମାନ ଅଞ୍ଚଳ ହେବା ପରେ ଏହି ଦୁଇଟି ବୁଥ୍‌କୁ ପୋଲିଂ ପାର୍ଟି ଦୀର୍ଘ ୪୦ଟି ଲଞ୍ଚରେ ଯାଇ ସେଠାରେ ଭୋଟ୍‌ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିଥିବା ବେଳେ ଆଜି ସେହି ଅଞ୍ଚଳର ଭୋଟରମାନଙ୍କର ଗଣତାନ୍ତ୍ରିକ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ଉଭୟ ବୁଥ୍‌ରେ ମତଦାତାଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। କଡ଼ା ସୁରକ୍ଷାବଳରେ ମତଦାତାମାନେ ନିର୍ଭୟରେ ମତଦାନ କରୁଥିବା ମାଲକାନଗିରି ଏସ୍‌ପି ନୀତିଶ ଓ୍ବାଧ୍ୱନି ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri