ଭିଡ଼ ବଢ଼ାଉଛି କାରବାର

କଟକ,୧୭।୧୧: ଦେଶର ଲୋକପ୍ରିୟ ପପୁଲାର କିଚେନ ଆଣ୍ଡ ହୋମ୍‌ ପ୍ରଡକ୍ଟସ କମ୍ପାନୀ ଟିଟିକେ ପ୍ରେଷ୍ଟିଜ୍‌ର ସ୍ବୀକୃତିପ୍ରାପ୍ତ ଡିଲର ବାଲାଜୀ ଡିଷ୍ଟ୍ରିବ୍ୟୁଟର୍ସ ଜରିଆରେ ଚଳିତ ବର୍ଷ କଟକ ବାଲିଯାତ୍ରାରେ ସାମିଲ ହୋଇଛି। ଏପରିକି ଗତ ୨ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଚଳିତ ବର୍ଷ ବାଲିଯାତ୍ରାରେ ଅସମ୍ଭାଳ ଭିଡ଼ ହେଉଛି। ଫଳରେ ବାଲିଯାତ୍ରା ପଡ଼ିଆରେ ଟିଟିକେ ପ୍ରେଷ୍ଟିଜ୍‌ର ବୃହତ୍‌ ମଣ୍ଡପରେ ମଧ୍ୟ ଭିଡ଼ ଦେଖିବାକୁ ମିଳୁଛି।

ସେହିଭଳି ପାର୍ବଣ ଅବସରରେ କମ୍ପାନୀ ପକ୍ଷରୁ ଆକର୍ଷଣୀୟ ଅଫର ସାଙ୍ଗକୁ ସ୍ବତନ୍ତ୍ର ବାଲିଯାତ୍ରାର ରିହାତି ଗ୍ରାହକଙ୍କୁ ଆକୃଷ୍ଟ କରୁଛି। ଏ ସମ୍ପର୍କରେ କମ୍ପାନୀର ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ ପ୍ରତିଦିନ ଯାତ୍ରା ବୁଲିବାକୁ ଆସୁଥିବା ଶହ ଶହ ସଂଖ୍ୟାର ଲୋକ ପ୍ରେଷ୍ଟିଜ ମଣ୍ଡପରେ ଭିଡ଼ ଜମାଉଥିବା ବେଳେ ସେହି ଅନୁଯାୟୀ ମଧ୍ୟ କାରବାର ହେଉଛି। ବିଶେଷକରି କିଚେନ ସାମଗ୍ରୀ ସାଙ୍ଗକୁ ରୋଷେଇଘରର ଆବଶ୍ୟକତା ଅନୁଯାୟୀ ସାମଗ୍ରୀ ମଧ୍ୟ କ୍ରୟ କରୁଛନ୍ତି। ସେହିପରି କମ୍ପାନୀ ନୂତନ ସାମଗ୍ରୀ ଓ ଆକର୍ଷଣୀୟ ରିହାତି ସୁବିଧା କାରବାରକୁ ଦ୍ୱିଗୁଣିତ କରିପାରିଛି ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri