Advertisement

ଭିଡ଼ ବଢ଼ାଉଛି କାରବାର

କଟକ,୧୭।୧୧: ଦେଶର ଲୋକପ୍ରିୟ ପପୁଲାର କିଚେନ ଆଣ୍ଡ ହୋମ୍‌ ପ୍ରଡକ୍ଟସ କମ୍ପାନୀ ଟିଟିକେ ପ୍ରେଷ୍ଟିଜ୍‌ର ସ୍ବୀକୃତିପ୍ରାପ୍ତ ଡିଲର ବାଲାଜୀ ଡିଷ୍ଟ୍ରିବ୍ୟୁଟର୍ସ ଜରିଆରେ ଚଳିତ ବର୍ଷ କଟକ ବାଲିଯାତ୍ରାରେ ସାମିଲ ହୋଇଛି। ଏପରିକି ଗତ ୨ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଚଳିତ ବର୍ଷ ବାଲିଯାତ୍ରାରେ ଅସମ୍ଭାଳ ଭିଡ଼ ହେଉଛି। ଫଳରେ ବାଲିଯାତ୍ରା ପଡ଼ିଆରେ ଟିଟିକେ ପ୍ରେଷ୍ଟିଜ୍‌ର ବୃହତ୍‌ ମଣ୍ଡପରେ ମଧ୍ୟ ଭିଡ଼ ଦେଖିବାକୁ ମିଳୁଛି।

ସେହିଭଳି ପାର୍ବଣ ଅବସରରେ କମ୍ପାନୀ ପକ୍ଷରୁ ଆକର୍ଷଣୀୟ ଅଫର ସାଙ୍ଗକୁ ସ୍ବତନ୍ତ୍ର ବାଲିଯାତ୍ରାର ରିହାତି ଗ୍ରାହକଙ୍କୁ ଆକୃଷ୍ଟ କରୁଛି। ଏ ସମ୍ପର୍କରେ କମ୍ପାନୀର ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ ପ୍ରତିଦିନ ଯାତ୍ରା ବୁଲିବାକୁ ଆସୁଥିବା ଶହ ଶହ ସଂଖ୍ୟାର ଲୋକ ପ୍ରେଷ୍ଟିଜ ମଣ୍ଡପରେ ଭିଡ଼ ଜମାଉଥିବା ବେଳେ ସେହି ଅନୁଯାୟୀ ମଧ୍ୟ କାରବାର ହେଉଛି। ବିଶେଷକରି କିଚେନ ସାମଗ୍ରୀ ସାଙ୍ଗକୁ ରୋଷେଇଘରର ଆବଶ୍ୟକତା ଅନୁଯାୟୀ ସାମଗ୍ରୀ ମଧ୍ୟ କ୍ରୟ କରୁଛନ୍ତି। ସେହିପରି କମ୍ପାନୀ ନୂତନ ସାମଗ୍ରୀ ଓ ଆକର୍ଷଣୀୟ ରିହାତି ସୁବିଧା କାରବାରକୁ ଦ୍ୱିଗୁଣିତ କରିପାରିଛି ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିକାନ୍ତଙ୍କ ସ୍ବାକ୍ଷରରେ ଜାରି ହେବ ନୂଆ ୫୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୧୭-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ନୂଆ ୫୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ମହାତ୍ମା ଗାନ୍ଧୀ ସିରିଜରେ ଜାରି ହେବାକୁ ଥିବା ନୂଆ...

୫୫ହଜାର ଛୁଇଁଲା ସୁନା ଦର

ନୂଆଦିଲ୍ଲୀ: ପ୍ରାୟ ୨ ବର୍ଷ ପରେ ପୁଣି ଥରେ ସୁନାା ଦର ୫୫ ହଜାର ଟଙ୍କା ଛୁଇଁଛି। ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ...

ରେଲଓ୍ବେ ଲାଗି ଓଡ଼ିଶାକୁ ୬୯୯୫ କୋଟି

ଭୁବନେଶ୍ୱର: ବଜେଟ ୨୦୨୧-୨୨ରେ ଓଡିଶାକୁ ବ୍ୟୟ ବରାଦ ବୃଦ୍ଧି କରାଯାଇଛି। ୨୦୨୦-୨୧ରେ ରାଜ୍ୟକୁ ୫୭୫୯.୬୪ କୋଟି ଟଙ୍କା ମିଳିଥିବା ବେଳେ ଚଳିତ ବର୍ଷ ବଜେଟରେ ଏହା...

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର...

କମୁଛି ତେଲ ଚାହିଦା, ଧିମାଉଛି ଅର୍ଥନୀତି

ନୂଆଦିଲ୍ଲୀ,୧୬-୬: ଦେଶର ଇନ୍ଧନ(ତେଲ) ଚାହିଦା ମେ’ରେ ଅପରିବର୍ତ୍ତିତ ରହିଛି। ପୂର୍ବବର୍ଷ ଯାହା ଚାହିଦା ଥିଲା ଚଳିତ ବର୍ଷ ଏହି ଅବଧିରେ ତାହା ରହିଥିବାରୁ ଦେଶର ଅର୍ଥନୀତିର...

ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୦-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ...

ଏସଟିପିଆଇରେ ୫ ଲକ୍ଷ କୋଟି କାରବାର ଲକ୍ଷ୍ୟ

ନୂଆଦିଲ୍ଲୀ,୧୦।୧: ଓମିକ୍ରନ୍‌ ଭାରିଆଣ୍ଟ କାରବାର ବୃଦ୍ଧିର ପ୍ରତିବନ୍ଧକ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ହେଲେ ସଫ୍ଟୱେର୍‌ ଟେକ୍ନୋଲୋଜି ପାର୍କ ଅଫ ଇଣ୍ଡିଆ (ଏସ୍‌ଟିପିଆଇ)ର ଜଣେ ଉଚ୍ଚ...

ବିମାନ ଚଳାଚଳ କ୍ଷେତ୍ରର ୨୯ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୨୫।୪: ଭାରତୀୟ ବିମାନ ଚଳାଚଳ କ୍ଷେତ୍ର ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ଗୁଡିକ କରୋନା ମହାମାରୀ ଯୋଗୁ ଏବେ ଚାପରେ ରହିଛନ୍ତି। ଏହି କ୍ଷେତ୍ରଗୁଡିକରେ ପ୍ରାୟ...

Advertisement
Archives

Model This Week