ସରକାରୀ ଅଫିସରେ ଗହଳି ମନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଭିଡ଼କୁ ନିୟନ୍ତ୍ରଣ କରି ସଂକ୍ରମଣ ରୋକିବା ନେଇ କଟକଣାକୁ କଡ଼ାକଡ଼ି କରାଯାଉଛି। ସରକାରୀ ଅଫିସରେ ମଧ୍ୟ ରାଜ୍ୟ ସରକାର ନୂଆବର୍ଷ କଟକଣା ଲଗାଇଛନ୍ତି। କଟକଣା ଅନୁସାରେ, ନୂଆବର୍ଷରେ ସରକାରୀ ଅଫିସରେ ଏକାଧିକ ଲୋକ ଏକାଠି ହୋଇପାରିବେ ନାହିଁ। ଏପରି କି କେହି ଫୁଳ ଦେଇ ନୂଆବର୍ଷ ଅଭିନନ୍ଦନ ଜଣାଇ ପାରିବେ ନାହିଁ। ଭର୍ଚ୍ଚୁଆଲ ମାଧ୍ୟମରେ କର୍ମଚାରୀମାନେ ପରସ୍ପରକୁ ନୂଆବର୍ଷ ଶୁଭେଚ୍ଛା ଜଣାବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜିଲାରେ ଏନ୍‌ଇଇଟି ୟୁଜି ପରୀକ୍ଷା କେନ୍ଦ୍ର ହେଉ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି ୟୁଜି ପରୀକ୍ଷା ଆସନ୍ତା ଅଗଷ୍ଟ ୧ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ...

ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ...

ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ ହେବ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ୧୪୭ ବିଧାନସଭା ଆସନ ଅଞ୍ଚଳରେ ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ କରାଯିବ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ...

ଅକ୍ଷୟ ତୃତୀୟାରେ ପଞ୍ଚୁପୂଜା: ପାଣିପାଗ ପୂର୍ବାନୁମାନ ଜାଣିବାର ଅଭିନବ ପରମ୍ପରା

ଲଇକେରା,୨୭।୪(ଡି.ଏନ.ଏ.)-ଅକ୍ଷୟ ତୃତୀୟାରେ ଚାଷ ଅନୁକୂଳ ହୁଏ। ପରମ୍ପରା ଅନୁଯାୟୀ ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳର ଚାଷୀମାନେ ନିଜ ଘରେ ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ବିଲରେ...

ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍‌ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର...

୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା

କଟକ ସଦର, ୨୧।୧(ଡି.ଏନ୍‌.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ...

ଯୁକ୍ତ୨ ପରୀକ୍ଷକ ତାଲିକା ପାଇଁ ଶିକ୍ଷକଙ୍କ ତଥ୍ୟ ମାଗିଲା ସିଏଚ୍‌ଏସ୍‌ଇ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ୨୦୨୩ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପରୀକ୍ଷା ନିୟନ୍ତ୍ରକ ସବୁ ଉଚ୍ଚ...

ମହାତ୍ମା ଗାନ୍ଧୀଙ୍କ ଉପରେ ସ୍ବତନ୍ତ୍ର ଆଲୋଚନା ଆଜି

ଭୁବନେଶ୍ୱର,୨୩।୩(ବ୍ୟୁରୋ):  ମଙ୍ଗଳବାର ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତକୁ ଶହେ ବର୍ଷ ପୂରଣ ହେବ। ସେଥିପାଇଁ ବିଧାନସଭାରେ ଏକ ସ୍ବତନ୍ତ୍ର ଆଲୋଚନା ହେବ। ଏ ନେଇ ସର୍ବସମ୍ମତି...

Advertisement
Archives

Model This Week