ଚତୁର୍ଥ ସୋମବାର, ଶୈବପୀଠ ବୁଦ୍ଧଖୋଲରେ ଭକ୍ତଙ୍କ ଭିଡ

ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ଧର୍ମ ମାସ କାର୍ତ୍ତିକର ଚତୁର୍ଥ ସୋମବାର ଅବସରରେ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ବହୁ ଭକ୍ତଙ୍କ ସମାଗମ ପରିଲକ୍ଷିତ ହୋଇଥିଲା। ଶୃଙ୍ଖଳାରେ ଦର୍ଶନ ପାଇଁ ପୋଲିସ ଉପସ୍ଥିତିରେ ଭକ୍ତମାନେ ଲମ୍ବା ଧାଡିରେ ଠିଆ ହୋଇ ଠାକୁର ଦର୍ଶନ କରିଥିଲେ। ଗହଳିକୁ ନିୟନ୍ତ୍ରଣ କରିବା ପାଇଁ ବୁଦ୍ଧଖୋଲ ଗେଟଠାରୁ ମନ୍ଦିର ପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ପୋଲିସ ମୃତୟନ ଥିଲେ। ଘାଟି ରାସ୍ତାରେ ବାଇକ ଗୁଡିକ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ଭକ୍ତମାନେ ଗାଡି ରଖି ପ୍ରାୟ ୩ କିଲୋମିଟର ରାସ୍ତା ଚାଲି ଚାଲି ଯାଇ ପଞ୍ଚମହାଦେବଙ୍କ ଦର୍ଶନ କରିଥିଲେ। ବୁଦ୍ଧଖୋଲ ଉନ୍ନୟନ କମିଟିର ସଦସ୍ୟଗଣ ଏବଂ ସ୍ବେଚ୍ଛାସେବୀମାନେ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ। ବୁଦ୍ଧଖୋଲ ସମେତ କୁବେରେଶ୍ୱର ଓ ଆମ୍ବିଳିଝର ଶୈବପୀଠରେ ମଧ୍ୟ ଭକ୍ତଙ୍କ ଗହଳି ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri