ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି ଶୁଳିଆ ଯାତ୍ରା। ଏହି ଯାତ୍ରାରେ ବିଭୁକୃପା ଲାଭ କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ଜମିଥିଲା। ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କୁ ଯାତ୍ରାସ୍ଥଳରେ ଦେଖିବାକୁ ମିଳିଥିଲା। ଯାତ୍ରା ପ୍ରାମ୍ଭରେ ଶୁଳିଆ ପୀଠରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର। ପୀଠରେ ଦର୍ଶନ କରିବା ସହ କମିଟି ସହ ଆଲୋଚନା କରି ଫେରି ଯାଇଥିଲେ। ଶୁଳିଆଯାତ୍ରାରେ ଲୋକଙ୍କ ବେଶ୍‌ ସମାଗମ ଥିଲା। ଏହାରି ଭିତରେ ଅନେକ ମାନସିକଧାରୀ ଯାତ୍ରାସ୍ଥଳକୁ ଆସି ଦୀପ ଧୂପ ଓ ନଡ଼ିଆ ଦେଇ ପୂଜାର୍ଚ୍ଚନା କରିବା ସହ ବୋଦା, ମେଣ୍ଢା, କୁକୁଡ଼ା, ପୋଢ଼ ଆଦି ଶୁଳିଆ ବୁଢ଼ାଙ୍କୁ ଅର୍ପଣ କରିଥିଲେ। ଶହଶହ ପଶୁପକ୍ଷୀଙ୍କ ବଳିରେ ଶୁଳିଆ ପୀଠ ରକ୍ତରଞ୍ଜିତ ହୋଇପଡ଼ିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?