ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଗଞ୍ଜାମ ଜିଲାର ଛତ୍ରପୁର ସହର ଚଳଚଞ୍ଚଳ। ସହରର ନୀଳ କଣ୍ଠେଶ୍ୱର ସାହିରେ ଥିବା ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ସକାଳୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଭିଡ଼ ଲାଗିରହିଛି। ସମସ୍ତ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା। ସକାଳୂ ସକାଳୁ ମଙ୍ଗଳ ଆଳତି, ହୋମ, ଯଜ୍ଞ ସହିତ ପୂଜାର୍ଚ୍ଚନା କରାଯାଇଥିଲା।

ଏହି ଅବସରରେ ମନ୍ଦିର କମିଟି ପକ୍ଷରୁ ଭଜନ ସଂକୀର୍ତ୍ତନ, ପ୍ରହ୍ଲାଦ ନାଟକ ଭଳି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସନ୍ଧ୍ୟାରେ ଠାକୁରଙ୍କୁ ରଥରେ ଉପବେଶନ କରାଯାଇ ନଗର ପରିକ୍ରମା କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?