ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ପର୍ଯ୍ୟଟକଙ୍କ ଜମୁଛି ଭିଡ଼, ସୁଧୁରୁନି ସମସ୍ୟା

ପଞ୍ଚଲିଙ୍ଗେଶ୍ୱର,୩୦ା୧୨(ଲେଲିନ କୁମାର ଦେ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ପଞ୍ଚଲିଙ୍ଗେଶ୍ୱର ଶୈବପୀଠକୁ ଓଡ଼ିଶାର ବିଭିନ୍ନ ଜିଲା ତଥା ଓଡ଼ିଶା ବାହାରୁ ନୂତନ ବର୍ଷ ଏବଂ ଶୀତକାଳୀନ ପର୍ଯ୍ୟଟକଙ୍କ ଭିଡ଼ ଜମିବା ଦେଖାଦେଇଥିବାବେଳେ ପୀଠସ୍ଥଳରୁ ଆରମ୍ଭ କରି ପଞ୍ଚଲିଙ୍ଗେଶ୍ୱର ଛକ ପର୍ଯ୍ୟନ୍ତ ଛୋଟ ସମସ୍ୟା ମାନ ରହିଛି। ଯାହାକୁ ନେଇ ପର୍ଯ୍ୟଟକ ଏବଂ ଦୋକାନୀ ଭାଇଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଛକ ଉପରେ ଥିବା ଆଦର୍ଶ ପୋଖରୀ ହୁଡ଼ାରେ ଥିବା ଶୌଚାଳୟ ଖୋଲା ନ ଯିବା ଏବଂ ନୂଆ ବସ୍‌ଷ୍ଟାଣ୍ଡରେ ଥିବା ଶୌଚାଳୟକୁ ଲିଜ୍‌ ନ ଡାକିବା ଫଳରେ ପୀଠକୁ ଆସୁଥିବା ସାଧାରଣ ଲୋକ ତଥା ପର୍ଯ୍ୟଟକ ନିତ୍ୟକର୍ମ ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଅଳ୍ପଦିନ ତଳେ ମରାମତି ହୋଇଥିବା ଷ୍ଟ୍ରିଟ୍‌ ଲାଇଟ୍‌ ସ୍ଥାନେ ସ୍ଥାନେ ବିଗିଡ଼ି ଯାଇଥିବା ସୂଚନା ମିଳିଛି। ବହୁ ବର୍ଷ ଧରି ବିଭିନ୍ନ ସୂଚନାଫଳକ ଯଥା ବସ୍‌ଷ୍ଟାଣ୍ଡ, ଜୋତା ଷ୍ଟାଣ୍ଡ, ମୁଣ୍ଡନ ଷ୍ଟାଣ୍ଡରେ ଫଳକ ଲାଗିବା କାରଣରୁ ପର୍ଯ୍ୟଟକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଦେଇଛି। ଏ ନେଇ ଉପଜିଲାପାଳ ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri