ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଘନଘନ ବୈଠକ: ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ କେଉଁମାନେ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏଯାବତ୍‌ ଚିତ୍ର ସ୍ପଷ୍ଟ ହୋଇନ ଥିବା ବେଳେ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି।
ବରିଷ୍ଠ ନେତାଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସୁଛି। ଏଥିରେ ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଛନ୍ତି ।
ପୁରା ମାହୋଲ ସରଗରମ ଥିବା ଜଣାପଡୁଛି । ରାଜ୍ୟର ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ନେଇ କାହାକୁ ପ୍ରାର୍ଥୀ କରାଯିବ କାହାକୁ କେଉଁ ଆସନ ଦିଆଯିବ ଏବଂ ଅନ୍ୟ କର୍ମୀଙ୍କୁ କିପରି ସନ୍ତୁଷ୍ଟ କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଉଥିବା ସୂଚନା ମିଳିଛି । ସଠିକ ଭାବେ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ଏହାକୁ ଦିଲ୍ଲୀ ପଠାଯିବ । ତେଣୁ ଏହା ଉପରେ ବରିଷ୍ଠ ନେତା ତଥା କେନ୍ଦ୍ରରୁ ଆସିଥିବା ବରିଷ୍ଠ ନେତାଙ୍କୁ ନେଇ ବିଚାର ବିମର୍ଷ ଚାଲିଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri