ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର, ତଣ୍ଡା ବେଳାଭୂମି, ହୁକିଟୋଲା, ବତିଘରର ଫଲ୍ସ ପଏଣ୍ଟ ଆଦି ଅଞ୍ଚଳରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା।

ସେହିପରି ବିଭିନ୍ନ ଧାର୍ମିକ, ସଂସ୍କୃତି ପୀଠ ତଥା ନରସିଂହପୁର ସ୍ଥିତ ମା’ ଅଲେଖ ସୁନ୍ଦରୀଙ୍କଠାରେ ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଛି। ଏଠାରେ ବିଶେଷକରି ମହିଳା, ଯୁବପିଢ଼ିଙ୍କ ସମାଗମ ହୋଇଥିଲା। ଅପରପକ୍ଷରେ ହୁକିଟୋଲା ଓ ୧୧୦ ଫୁଟ ଉଚ୍ଚତା ବତିଘର ଶୀର୍ଷ ସ୍ଥାନକୁ ପର୍ଯ୍ୟଟକମାନେ ଯାଇ ଫଟୋ ଉଠାଇବା ସହ ସେଲ୍‌ଫି ନେଇ ଖୁସି ମନାଇ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri