ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବକେୟା ଦରମା ପାଇବେ CRP, ବ୍ୟାଙ୍କମିତ୍ର, MBK, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା

ଭୁବନେଶ୍ୱର,୧୪।୨: ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା। ୧୦ ମାସର ବକେୟା ଦରମା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ। CRP, ବ୍ୟାଙ୍କମିତ୍ର, MBK, ପ୍ରାଣୀମିତ୍ର ବକେୟା ଦରମା ପାଇବେ । ଗତବର୍ଷ ଏପ୍ରିଲରୁ ୧୦ ମାସର ବକେୟା ଦରମା ନୂଆ ସରକାର ଦେବେ। ଏନେଇ ମୁଖ୍ୟମନ୍ତ୍ରୀ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି। ଏଥିରୁ ୬୨ ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ ଉପକୃତ ହେବେ।

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡ଼ିଶା ଜୀବିକା ମିଶନ ୨୦୧୨ ମସିହା ଏପ୍ରିଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସୟଂ ସହାୟକ ଗୋଷ୍ଠୀ ଗଠନ କରି ପରିବାରର ମହିଳାମାନଙ୍କୁ ସାମିଲ କରାଯାଉଛି । ପୁନର୍ବାର ଏହି ସୟଂ ସହାୟକ ଗୋଷ୍ଠୀମାନଙ୍କୁ ବିଭିନ୍ନ ସାମାଜିକ ତଥା ଅର୍ଥନୈତିକ ସହାୟତା ପ୍ରଦାନ କରିବା ପାଇଁ ସେମାନଙ୍କୁ ଗ୍ରାମ ଓ ପଞ୍ଚାୟତସ୍ତରରେ ସଂଗଠିତ କରାଯାଉଅଛି। ଏହି ସୟଂ ସହାୟକ ଗୋଷ୍ଠୀ (SHG), ଆଞ୍ଚଳିକ ମଞ୍ଚ (CLF) ଏବଂ ଗ୍ରାମ ପଞ୍ଚାୟତ ସଂଘ (GPLF)ଗୁଡିକୁ ସୁଦୃଢ ଓ ସଶକ୍ତ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କୁ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ଦାରା ନିଯୁକ୍ତି ଦିଆଯାଇଥିଲା ।

କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ମଧ୍ୟରେ Community Resource Person for Community Mobilization (CRP-CM), Master Book Keeper (MBK), Bank Mitra ଓ Prani Mitra ଅନ୍ତର୍ଭୁକ୍ତ ଅଟନ୍ତି l ରାଜ୍ୟରେ ମୋଟ ୬୨,୩୪୧ ଜଣ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ନିଯୁକ୍ତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri