ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବକେୟା ଦରମା ପାଇବେ CRP, ବ୍ୟାଙ୍କମିତ୍ର, MBK, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା

ଭୁବନେଶ୍ୱର,୧୪।୨: ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା। ୧୦ ମାସର ବକେୟା ଦରମା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ। CRP, ବ୍ୟାଙ୍କମିତ୍ର, MBK, ପ୍ରାଣୀମିତ୍ର ବକେୟା ଦରମା ପାଇବେ । ଗତବର୍ଷ ଏପ୍ରିଲରୁ ୧୦ ମାସର ବକେୟା ଦରମା ନୂଆ ସରକାର ଦେବେ। ଏନେଇ ମୁଖ୍ୟମନ୍ତ୍ରୀ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି। ଏଥିରୁ ୬୨ ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ ଉପକୃତ ହେବେ।

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡ଼ିଶା ଜୀବିକା ମିଶନ ୨୦୧୨ ମସିହା ଏପ୍ରିଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସୟଂ ସହାୟକ ଗୋଷ୍ଠୀ ଗଠନ କରି ପରିବାରର ମହିଳାମାନଙ୍କୁ ସାମିଲ କରାଯାଉଛି । ପୁନର୍ବାର ଏହି ସୟଂ ସହାୟକ ଗୋଷ୍ଠୀମାନଙ୍କୁ ବିଭିନ୍ନ ସାମାଜିକ ତଥା ଅର୍ଥନୈତିକ ସହାୟତା ପ୍ରଦାନ କରିବା ପାଇଁ ସେମାନଙ୍କୁ ଗ୍ରାମ ଓ ପଞ୍ଚାୟତସ୍ତରରେ ସଂଗଠିତ କରାଯାଉଅଛି। ଏହି ସୟଂ ସହାୟକ ଗୋଷ୍ଠୀ (SHG), ଆଞ୍ଚଳିକ ମଞ୍ଚ (CLF) ଏବଂ ଗ୍ରାମ ପଞ୍ଚାୟତ ସଂଘ (GPLF)ଗୁଡିକୁ ସୁଦୃଢ ଓ ସଶକ୍ତ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କୁ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ଦାରା ନିଯୁକ୍ତି ଦିଆଯାଇଥିଲା ।

କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ମଧ୍ୟରେ Community Resource Person for Community Mobilization (CRP-CM), Master Book Keeper (MBK), Bank Mitra ଓ Prani Mitra ଅନ୍ତର୍ଭୁକ୍ତ ଅଟନ୍ତି l ରାଜ୍ୟରେ ମୋଟ ୬୨,୩୪୧ ଜଣ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ନିଯୁକ୍ତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri