ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ ସିଆରପି,ଏମବିକେ ସଂଘ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସିଆରପି,ଏମବିକେ ସଂଘ ପକ୍ଷରୁ ମଙ୍ଗଳବାରଠାରୁ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସରକାର ସିଆରପି,ଏମବିକେ ମାନଙ୍କୁ ମାସିକ ଦରମା ପ୍ରଦାନ ପରିବର୍ତ୍ତେ ଇନସେନଟିଭ ଆକାରରେ ପ୍ରୋତ୍ସାହନ ରାଶୀ ଦେବାକୁ ନିଷ୍ପତ୍ତି ଓ ରାଜସ୍ବ ଗ୍ରାମରେ ଜଣେ ସିଆରପି ରଖିବାକୁ ନିଷ୍ପତ୍ତି ନେଉଥିବାରୁ ଏହାର ପ୍ରତିବାଦରେ ବ୍ଲକ କାର୍ଯ୍ୟାଳୟ ପରିସରରେ ସରକାର ଉପରୋକ୍ତ ନିୟମ ପରିବର୍ତ୍ତନ ନ କରିବା ଯାଏ ସଂଘ ଧାରଣା ଦେବାକୁ ସ୍ଥିର କରିଥିବା ସଂଘର ସଭାନେତ୍ରୀ ସୁଷମା ସାହୁ,ସମ୍ପାଦିକା ସନ୍ତୋଶି ମାଝୀ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ପୂର୍ବରୁ ସିଆରପି ଏମବିକେମାନେ ମାସିକ ଦରମା ଆକାରରେ ପ୍ରାପ୍ୟ ପାଉଥିବାବେଳେ ଏବେ ସରକାର ସେ ସବୁ ଉପରେ ପରିବର୍ତ୍ତନ କରିବା ଦୁର୍ଭାଗ୍ୟର ବିଷୟ ବୋଲି ସଂଘର ଉପ ସଭାନେତ୍ରୀ ରଶ୍ମିତା ସୁନା କହିଛନ୍ତି। ତେବେ ସରକାରଙ୍କ ନୂତନ ନୀତି ଯୋଗୁ ବ୍ଲକର ତେରେସିଙ୍ଗା,ଗଜବାହାଲ, ସ.ମାଲପଡା, କର୍ଲାମୁଣ୍ଡା, ବୋରପଦର ଆଦି ଗ୍ରାମ ପଞ୍ଚାୟତରେ ନିଯୁକ୍ତି ପାଇଥିବା ୪୬ ଜଣ ସିଆରପି ଓ ୫ ଜଣ ଏମବିକେ ପ୍ରଭାବିତ ହେବାକୁ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri