Posted inଜାତୀୟ

ମାଓବାଦୀ ବିରୋଧୀ ଅଭିଯାନରେ ମହିଳା କମାଣ୍ଡୋଙ୍କୁ ସାମିଲ କଲା ସିଆର୍‌ପିଏଫ୍‌

ନୂଆଦିଲ୍ଲୀ,୬ ।୨: ସେଣ୍ଟ୍ରାଲ ରିର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) ମହିଳା କମାଣ୍ଡୋଙ୍କୁ ନକ୍ସଲ ବିରୋଧୀ ଅଭିଯାନରେ ସାମିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ ୬ ମହିଳା ବାଟାଲିୟନର ୩୪ ମହିଳା କର୍ମୀଙ୍କୁ ୩ମାସ ପାଇଁ କୋବରା ପ୍ରି-ଇଣ୍ଡକସନ ଟ୍ରେନିଂ ନେବାକୁ ପଡିବ । ସମସ୍ତ ମହିଳାଙ୍କ ପ୍ରଶିକ୍ଷଣ ଶେଷ ହେବା ପରେ ଏମାନଙ୍କୁ ପୁରୁଷ ସମକକ୍ଷ ସହ ଏଲ୍‌ଡବ୍ଲୁଇ ଅଞ୍ଚଳରେ ନିଯୁକ୍ତ କରାଯିବ । ସୂଚନାଯୋଗ୍ୟ, କିଛିଦିନ ହେବ ମାଓବାଦୀଙ୍କ ଦ୍ୱାରା ଲୋକଙ୍କୁ ଅପହରଣ କରି ରଖିବା ଓ ଜୀବନରୁ ମାରି ଦେବାଭଳି ଖବର ଆସୁଛି । ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ଦ୍ୱାରା ନୂଆ ନୂଆ ରଣନୀତି ଆପଣାଯାଉଛି । ସୂଚନାଯୋଗ୍ୟ, ଶନିବାର ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଲକ୍ଷାଧିକ ଟଙ୍କା ଘୋଷଣା ଥିବା ମାଓବାଦୀ ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି କୀଟନାଶକ ପିଆଇଦେଲେ

ଖଣ୍ଡଓ୍ବା,୨୦।୧୨: ମଧ୍ୟପ୍ରଦେଶର ଆଦିବାସୀ ସମ୍ପ୍ରଦାୟର ଜଣେ ନାବାଳିକାଙ୍କୁ ଅପହରଣ ପରେ କୀଟ ନାଶକ ପିଆଇ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ନାବାଳିକାଙ୍କୁ ଘରେ ନ...

ପିପିଇ କିଟ୍‌ ପିନ୍ଧି ଭୋଟ ଦେଲେ ଅର୍ଥମନ୍ତ୍ରୀ- ଶକ୍ତି ମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋମବାର ଦେଶର ଏମ୍‌ପି ଓ ବିଧାୟକମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଓ...

ୱେବ ପୋର୍ଟାଲ, ୟୁଟ୍ୟୁବ ଚ୍ୟାନେଲକୁ ନେଇ ଚିନ୍ତା ପ୍ରକଟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨ ।୯: ସୁପ୍ରିମ କୋର୍ଟ ୱେବ ପୋର୍ଟାଲ, ୟୁଟ୍ୟୁବ ଚ୍ୟାନେଲ ଓ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା ମିଛ ଖବରକୁ ନେଇ ଚିନ୍ତା ପ୍ରକଟ...

ମୋବାଇଲ୍‌ ଚାର୍ଜରେ ବସାଇ କଥା ହେଉଥିଲେ ମହିଳା, ଘଟିଲା ଏମିତି

ଚେନ୍ନାଇ,୧୧।୮: ତାମିଲନାଡୁରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ମୋବାଇଲ ଫାଟି ଦୁଇ ଶିଶୁ ଏବଂ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ୨୯...

ସଂସଦୀୟ ଦଳ ବୈଠକରେ ମୋଦିଙ୍କ କଡ଼ା ସନ୍ଦେଶ: ଅହଂକାର, ଦୁର୍ବ୍ୟବହାର ବରଦାସ୍ତ କରାଯିବନି

ନୂଆଦିଲ୍ଲୀ,୩ା୭ (ପି.ଟି.): ସରକାରୀ ଅଧିକାରୀଙ୍କୁ ଭାଜପା ନେତା କୈଳାସ ବିଜୟଭର୍ଗୀୟଙ୍କ ବିଧାୟକ ପୁଅ କ୍ରିକେଟ୍‌ ବ୍ୟାଟ୍‌ରେ ପିଟିବା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ...

ଲକ୍‌ଡାଉନ୍‌ ପରେ କାର୍ଯ୍ୟରେ ଯୋଗଦେବାକୁ ଚାହାନ୍ତି ୯୩% କର୍ମଚାରୀ: ୫୯% ସ୍ବାସ୍ଥ୍ୟ ସଚେତନକୁ ଦେଉଛନ୍ତି ଗୁରୁତ୍ୱ

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଗତ ମାର୍ଚ୍ଚ ୨୫ରୁ ସାରାଦେଶରେ ଲକ୍‌ଡାଉନ ଜାରି ରହିଛି। ଏହା ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଲକ୍‌ଡାଉନ...

ଉଠିଲା ୭ ଦିନିଆ କ୍ୱାରାଣ୍ଟାଇନ୍‌ ନିୟମ

ନୂଆଦିଲ୍ଲୀ,୧୧।୨(ପି.ଟି.):କୋଭିଡ୍‌ ସଂକ୍ରମଣ କମିଥିବାରୁ କେନ୍ଦ୍ର ସରକାର ଭାରତ ଆସୁଥିବା ବିଦେଶୀ ଯାତ୍ରୀଙ୍କ ପାଇଁ ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛନ୍ତି। ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ...

ଭାଜପା ସହ ମେଣ୍ଟ ପରେ ଇସିଙ୍କ ଶୁଭଦୃଷ୍ଟି: ନିର୍ବାଚନ ଲଢ଼ିପାରିବେ ସିକିମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ଉପନିର୍ବାଚନ ପୂର୍ବରୁ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂ ତମାଙ୍ଗ୍‌ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ନିର୍ବାଚନ କମିଶନ (ଇସି) ରବିବାର ତାଙ୍କର ଅଯୋଗ୍ୟତା ଅବଧିକୁ ୫...

Advertisement
Archives

Model This Week